ଭଦ୍ରକରେ ଭାଇର ଆତ୍ମହତ୍ୟା ଖବର ଶୁଣି ଜୀବନ ହାରିଲା ଭଉଣୀ

ଭୁବନେଶ୍ୱର,୨।୩: ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭଦ୍ରକ ଜିଲାରେ ଭାଇ ଭଉଣୀ ଗୋଟିଏ ଦିନରେ ଆତ୍ମହତ୍ୟା କରିଛନ୍ତି। ରିପୋର୍ଟ ଅନୁଯାୟୀ ପ୍ରଥମେ ଭାଇ ଆତ୍ମହତ୍ୟା କରିଥିଲେ ଏବଂ ଏହାର ଦୁଇ ଘଣ୍ଟା ବ୍ୟବଧାନରେ ଭାଇର ମୃତ୍ୟୁ ଖବର ଶୁଣି ଭଉଣୀ ନିଜର ଜୀବନ ହାରିଛନ୍ତି।

ଏହି ଦୁଃଖଦ ଘଟଣା ଭଦ୍ରକ ଧୁସୁରୀ ଗ୍ରାମରେ ଘଟିଛି। ମାତ୍ର ଦୁଇ ଘଣ୍ଟା ବ୍ୟବଧାନରେ ସମ୍ପର୍କୀୟ ଭଉଣୀ ଆତ୍ମହତ୍ୟା କରିଥିବା ବେଳେ ପୁଅର ମୃତଦେହକୁ ଶବଦାହ କରାଯାଇ ନାହିଁ। କିଛି ଘଣ୍ଟା ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ପରିବାରରେ ବଜ୍ରପାତ ପଡିଛି। ତେବେ ଉଭୟ ଭାଇ ଓ ଭଉଣୀଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri