Posted inଜାତୀୟ

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଭାଜପା ଛାଡ଼ିଲେ ପୁରୁଖା ନେତା ଜିତେନ୍ଦ୍ର ରେଡ୍ଡୀ

ହାଇଦ୍ରାବାଦ,୧୬।୩: ବହୁ ପ୍ରତୀକ୍ଷିତ ଲୋକ ସଭା ଭୋଟ ସହ ୪ ବିଧାନସଭା ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯିବ। ହେଲେ ଏହା ପୂର୍ବରୁ ଭାଜପାକୁ ଏକ ବଡ଼ ଝଟକା ଲାଗିଛି। ଦଳର ପୂର୍ବତନ ଏମ୍‌ପି ଜିତେନ୍ଦ୍ର ରେଡ୍ଡୀ ଏବଂ ତାଙ୍କ ପୁଅ ଭାଜପାରୁ ଇସ୍ତଫା ଦେବା ପରେ କଂଗ୍ରେସରେ ସାମିଲ ହୋଇଛନ୍ତି। ବାପ-ପୁଅ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବଂ ଏଆଇସିସି ରାଜ୍ୟ ପ୍ରଭାରୀ ଦୀପାଦାସ ମୁନ୍‌ସୀଙ୍କ ଉପସ୍ଥିତିରେ କଂଗ୍ରେସ ପାର୍ଟିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି।

ତେଲଙ୍ଗାନା ବିଧାନସଭା ନିର୍ବାଚନରେ ବିଆରଏସ୍‌ ଏବଂ ଭାଜପାକୁ ପଛରେ ପକାଇ କଂଗ୍ରେସ ବହୁମତ ହାସଲ କରି ସରକାର ଗଠନ କରିଥିଲା। ଏବେ ଲୋକ ସଭା ନିର୍ବାଚନରେ ମଧ୍ୟ ତେଲଙ୍ଗାନାରେ ଅଧିକ ସିଟ୍‌ ହାସଲ କରିବାକୁ କଂଗ୍ରେସ ଅଣ୍ଟା ଭିଡିଛି। ଏଭଳି ସ୍ଥିତିରେ ଭାଜପା ମଧ୍ୟ ନିର୍ବାଚନୀ ଲଢ଼େଇ ଆରମ୍ଭ କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri