ଯଦି ସାହାସ ଅଛି, ମେଣ୍ଟ ହେବ ନାହିଁ ବୋଲି ଘୋଷଣା କରନ୍ତୁ ନବୀନ, କହିଲେ…

ଭୁବନେଶ୍ୱର,୧୯।୩: ଜାତୀୟ ଗଣମାଧ୍ୟମକୁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବୟାନ ପରେ ପିସିସି ସଭାପତି ଶରତ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରେ ପାଣ୍ଡିଆନ ଦେଇଥିବା ବୟାନ, ବିଜେଡି ଓ ଭାଜପା ମଧ୍ୟରେ ଥିବା ସମ୍ପର୍କକୁ ସ୍ପଷ୍ଟ କରିଛି ବୋଲି ସେ କହିଛନ୍ତି । ଉଭୟ ଦଳ ମିଶିକି ଅଛନ୍ତି । ନବୀନଙ୍କ ଯଦି ସାହାସ ଅଛି, ତେବେ ମେଣ୍ଟ ହେବ ନାହିଁ ବୋଲି ଘୋଷଣା କରନ୍ତୁ । ରାଜ୍ୟରେ ପ୍ରମୁଖ ବିରୋଧୀ ଭାଜପା ଓ ଶାସକ ବିଜେଡି ଏକାଠି ହେବେ, ଏହା କେଉଁ ଭଳି ରାଜନୀତି ବୋଲି କହିଛନ୍ତି ପିସିସି ସଭାପତି ପଟ୍ଟନାୟକ ।

ରାଜ୍ୟରେ  ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ  ବୋଲି ସେ କହିଛନ୍ତି। ଏହା ସହ ସେ ଦେଶରେ ମୋଦି ସରକାର ଏବଂ ରାଜ୍ୟରେ ନବୀନ ପଟ୍ଟନାୟକ ହିଁ ସରକାର ଗଢିବେ  କହିଛନ୍ତି। ନବୀନ-ମୋଦି ଜଣେ ଜଣେ ଉତ୍ତମ ରାଜନେତା । ଲୋକଙ୍କ ପାଇଁ ସବୁବେଳେ କାମ କରୁଛନ୍ତି ।ତେବେ ଆଗକୁ କ’ଣ ହେବ ତାହା ଖୁବଶୀଘ୍ର ଜଣାପଡିବ ବୋଲି ସେ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri