ମେଣ୍ଟ ଉପରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ କିଛି ବି…

ନୂଆଦିଲ୍ଲୀ/ ଭୁବନେଶ୍ୱର,୨୦।୩: ବିଜେଡି-ଭାଜପା ମେଣ୍ଟ ଉପରୁ ପରଦା ଉଠିପାରୁନାହିଁ। ମେଣ୍ଟ ହେବ କି ନାହିଁ, ହେବ ଯଦି କେବେ ଘୋଷଣା ହେବ ତାହାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ଏହି ସମୟରେ ମେଣ୍ଟ ପ୍ରସଙ୍ଗ ଉପରେ ଭାଜପା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, କିଛି ବି ହୋଇପାରେ। ଏ ସମ୍ପର୍କରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଷ୍ପତ୍ତି ନେବେ। ନିଶ୍ଚିତ ଭାବେ ଲୋକ ସଭା ଓ ବିଧାନସଭାରେ ଆମ ସଂଖ୍ୟା ବଢିବ। ଓଡ଼ିଶାରେ ଆଭ ଶକ୍ତିରେ ବଡ଼ ଅଭିବୃଦ୍ଧି ଘଟିବ। ଆମେ ଏକାଠି ଲଢିବୁ କି ଏକାକୀ ଲଢିବୁ, ଆଗ ନିଷ୍ପତ୍ତି ହେଉ। ଯଦି ଏକାଠି ଲଢିବୁ ନବୀନ ବାବୁଙ୍କ ସାଥୀ ହୋଇ ଲଢିବୁ। ଏକାକୀ ଲଢିଲେ, ସରକାର ଗଠନ ପାଇଁ ଲଢିବୁ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri