ଏକଦା ପ୍ରିୟଙ୍କାଙ୍କୁ ଚାପୁଡ଼ା ମାରିବାକୁ ପହଞ୍ଚିଥିଲେ ଟ୍ବିଙ୍କିଲ…କାରଣ ଥିଲା କିଛି…

ବମ୍ବେ: ବଲିଉଡର ହିଟ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନାଙ୍କ ଯୋଡ଼ି ଅନ୍ୟତମ। ଏବେ ସଫଳ ଦାମ୍ପତ୍ୟ ଜୀବନ ଜିଉଁଥିବା ଅକ୍ଷୟ କିନ୍ତୁ ଯୁବାବସ୍ଥାରେ ଚପଳ ଥିଲେ। ବିବାହିତ ଥିବା ସତ୍ତ୍ୱେ ନାୟିକାମାନଙ୍କ ପ୍ରେମରେ ପଡ଼ିଯାଉଥିଲେ। ଅନେକ ନାୟିକାଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଚର୍ଚ୍ଚାରେ ରହୁଥିଲା। ସେଥିରୁ ଜଣେ ଥିଲେ ପ୍ରିୟଙ୍କା ଚୋପ୍ରା।

ଦିନ ଥିଲା ପ୍ରିୟଙ୍କାଙ୍କ ଯୋଗୁ ଅକ୍ଷୟ-ଟ୍ବିଙ୍କିଲଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିଲା। ପ୍ରିୟଙ୍କାଙ୍କ ସହ ବଢ଼ିଚାଲିଥିବା ସମ୍ପର୍କ ଟ୍ବିଙ୍କିଲଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଥିଲା। ଏହାକୁ ନେଇ ଘରେ ବଚସା ହୋଇଥିଲା। ସ୍ବାମୀ ଅକ୍ଷୟଙ୍କୁ ସେ ଚେତାଇ ମଧ୍ୟ ଦେଇଥିଲେ। ହେଲେ ସେସବୁର ଅକ୍ଷୟଙ୍କ ଉପରେ ପ୍ରଭାବ ପଡ଼ି ନ ଥିଲା। ଦୁହେଁ ଲଗାତର ଭାବେ ଫିଲ୍ମ କରୁଥିଲେ।

ଫିଲ୍ମ ‘ଅଜନବୀ’ରୁ ଅକ୍ଷୟ-ପ୍ରିୟଙ୍କା ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ଏହା ବଢ଼ି ଚାଲିଥିଲା। ଫିଲ୍ମ ‘ବକ୍ତ’ ସମୟରେ ଟ୍ବିଙ୍କିଲ ବେଶ ରାଗି ଯାଇଥିଲେ। ଏପରିକି ସେ ଶୁଟିଂ ସେଟ୍‌ରେ ପ୍ରିୟଙ୍କାଙ୍କୁ ଚାପୁଡ଼ା ମାରିବାକୁ ପହଞ୍ଚି ଯାଇଥିଲେ। ହେଲେ ସେତେବେଳେ ଅଭିନେତ୍ରୀ ଆସି ନ ଥିବାରୁ ଝଗଡ଼ା ହୋଇପାରି ନ ଥିଲା। ମାତ୍ର ଅକ୍ଷୟ ଉକ୍ତଦିନ ପ୍ରିୟଙ୍କାଙ୍କଠାରୁ ଦୂରେଇ ଯିବାକୁ ନିଷ୍ପତ୍ତି ନେଇଥିଲେ। ତାହା ହିଁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଦୁନିଆରେ ଏଣ୍ଟ୍ରି ମାରିଲେ ଧୋନି! ଏହି ଫିଲ୍ମରେ କରିବେ ଅଭିନୟ

ନୂଆଦିଲ୍ଲୀ,୬।୯: ଦୁଇ ତାରକା ଗୋଟିଏ ଫିଲ୍ମରେ ଥିଲେ ଫିଲ୍ମର କ୍ରେଜ ହିଁ ବଢିଯାଏ। ଲୋକେ ତାଙ୍କ ପ୍ରିୟର ସୁପରଷ୍ଟାରଙ୍କୁ ଦେଖିବାକୁ ଭିଡ ଜମାଇଥା’ନ୍ତି। ଦକ୍ଷିଣ ଫିଲ୍ମର...

କେତେ ଟଙ୍କା ଟ୍ୟାକ୍ସ ଦିଅନ୍ତି ବଲିଉଡ୍‌ ସେଲିବ୍ରିଟି: ଜାଣନ୍ତୁ ଲିଷ୍ଟର ସର୍ବାଗ୍ରେ ଅଛନ୍ତି କିଏ

ଚଳଚ୍ଚିତ୍ର ତାରକାମାନେ ପ୍ରତିବର୍ଷ କୋଟି କୋଟି ଟଙ୍କାର ଟ୍ୟାକ୍ସ ଦିଅନ୍ତି। ଅଭିନେତା ଶାହାରୁଖ ଖାନ ୨୦୨୪ରେ ସମସ୍ତ ଭାରତୀୟ ସେଲିବ୍ରିଟିଙ୍କ ମଧ୍ୟରେ ସର୍ବାଧିକ ଟିକସ ଦେଇଛନ୍ତି।...

ଲାଇଭ୍‌ ସାକ୍ଷାତକାରରେ କ୍ୟାଟ୍ରିନାଙ୍କ ଉପରେ ରାଗିଗଲେ ରଣବୀର, କହିଲେ ଚୁପ୍‌ ରୁହ…

ମୁମ୍ବାଇ: ଏକ ରେଡିଓ ରୁମ୍‌ ସାକ୍ଷାତକାରରେ ଅଭିନେତା ରଣବୀର କପୁର କ୍ୟାଟ୍ରିନା କାଫେଙ୍କୁ ରାଗିଯାଇ ପାଟି କରୁଥିବାର ନଜର ଆସିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ...

ଭାବି ସ୍ତ୍ରୀଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ନାଗା ଚୈତନ୍ୟ

ସାଉଥ୍‌ ସୁପରଷ୍ଟାର୍‌ ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି। ଏବେ ଉଭୟଙ୍କ ବିବାହ ଡେଟ୍‌କୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଏସବୁ ଭିତରେ ଶୋଭିତାଙ୍କ...

‘ଏମର୍ଜେନ୍ସି’କୁ ହାଇକୋର୍ଟ ଝଟକା

ମୁମ୍ବାଇ, ୫।୯:ସେନସରଶିପ୍‌କୁ ନେଇ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବାତଙ୍କ ‘ଏମର୍ଜେନ୍ସି’ ଫିଲ୍ମକୁ ବୁଧବାର ବମ୍ବେ ହାଇକୋର୍ଟଙ୍କ ନିକଟରୁ ଆଶ୍ୱସ୍ତି ମିଳିନାହିଁ। ଫିଲ୍ମର ସହ ନିର୍ମାତା...

‘ଯେତେବେଳେ ମୁଁ ଏହି ଦୁନିଆ ଛାଡି ଚାଲିଯିବି…’, ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏମିତି କହିଦେଲେ ବିଗ୍‌ ବି, ଐଶ୍ୱର୍ଯ୍ୟାଙ୍କୁ ଦେବେ…

ମୁମ୍ବାଇ: ଅମିତାଭ ବଚ୍ଚନ ହେଉଛି ଶତାବ୍ଦୀର ମେଗାଷ୍ଟାର । ବିଗ୍‌ ବି ୫୦ ବର୍ଷରୁ ଅଧିକ ସମୟ ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ। ଏହି ୫୦...

‘ତାଙ୍କୁ ବୟକଟ କରିବା ଉଚିତ୍‌’, ଲଣ୍ଡନରୁ ମୁମ୍ବାଇ ଫେରିବା ମାତ୍ରେ ଅନୁଷ୍କାଙ୍କୁ ଏମିତି କହିଦେଲେ…

ମୁମ୍ବାଇ: ପୁଅ ଅକାୟଙ୍କ ଜନ୍ମର ୭ ମାସ ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଲଣ୍ଡନରୁ ଭାରତ ଫେରିଛନ୍ତି। ଗତ କିଛି ସପ୍ତାହ ପୂର୍ବରୁ, ସେ ଏକ...

କଙ୍ଗନାଙ୍କ ପରବର୍ତ୍ତୀ ଫିଲ୍ମ ‘ଭାରତ ଭାଗ୍ୟ ବିଧାତା’

ମୁମ୍ବାଇ: ଅଭିନେତ୍ରୀ ତଥା ଲୋକ ସଭା ଏମ୍‌ପି କଙ୍ଗନା ରାଣାଓ୍ବତ ମଙ୍ଗଳବାର ନିଜର ପରବର୍ତ୍ତୀ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଛନ୍ତି। ମନୋଜ ତାପାଡ଼ିଆଙ୍କର ନିର୍ଦ୍ଦେଶନାରେ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri