ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର,୧୦ା୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ କମିଟିରେ ଭକ୍ତ ଚରଣ ଦାସ ଅଧ୍ୟକ୍ଷ ଥିବା ବେଳେ ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ ଅଛନ୍ତି।

ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ ଜାଣନ୍ତୁ ଏହି କମିଟିରେ ଆଉ କେଉଁ କେଉଁ ମାନେ ସଦସ୍ୟ ରହିଛନ୍ତି…

ସୁଧାଂଶୁ ଶେଖର ଦେଓ, ଶରତ ପଟ୍ଟନାୟକ, ନରସିଂହ ମିଶ୍ର, କେପି ସିଂଦେଓ, ନିରଞ୍ଜନ ପଟ୍ଟନାୟକ, ଶ୍ରୀକାନ୍ତ ଜେନା, ଗିରିଧର ଗମାଙ୍ଗ, କାହ୍ନୁଚରଣ ଲେଙ୍କା, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ପଞ୍ଚାନନ କାନୁନ୍‌ଗୋ, ଶରତ ରାଉତ, ଜଗନ୍ନାଥ ପଟ୍ଟନାୟକ, ହଳଧର କାର୍ଜି, ସପ୍ତଗିରି ଉଲାକା, ବିଜୟ କୁମାର ପଟ୍ଟନାୟକ, ନକୁଳ ନାୟକ, ଡ.ହମିଦ ହୁସେନ, ପୃଥ୍ବୀବଲ୍ଲଭ ପଟ୍ଟନାୟକ, ଦେବାଶିଷ ପଟ୍ଟନାୟକ, ବିଜୟଲକ୍ଷ୍ମୀ ସାହୁ, ସଦନ ନାୟକ, ମନୋରଞ୍ଜନ ତ୍ରିପାଠୀ, ପଦ୍ମକର ଗୁରୁ, କୃଷ୍ଣଚନ୍ଦ୍ର ଶଗରିଆ, ଜାକବ ପ୍ରଧାନ, ଲିପିକା ମାଝି, କୃଷ୍ଣଚନ୍ଦ୍ର ସାହୁ, ବନ୍ଦିତା ପରିଡ଼ା, ମନୋଜ ବିଶ୍ୱାଳ, ବିଦୁଭୂଷଣ ମହାପାତ୍ର, ପଞ୍ଚାନନ ଦାଶ ପ୍ରମୁଖ ରହିଛନ୍ତି।

ସେହିପରି ବିସ୍ମୟ ମହାପାତ୍ର, ରଞ୍ଜିତା ରାଉତ, ଅଜିତ ଦାସ, ସନ୍ତୋଷ ମାଣ୍ଡେଲା, ଗଣେଶ ସାହୁ, ହେମନ୍ତ ପଣ୍ଡା, ତୁଷାର ରଞ୍ଜନ ପାଟ୍ଟଯୋଷୀ, ଅଙ୍କିତ ସିଂଘାଇ, ମାନସ ତ୍ରିପାଠୀ, ବିଷ୍ଣୁଚରଣ ବାରିକ, ଏମ୍‌ଡି ଆକବର ଖାନ୍‌, ଅଶୋକ କୁମାର ମହାନ୍ତି, ସରୋଜ କୁମାର ପ୍ରଧାନ, ଦେବେନ୍ଦ୍ର କୁମାର ସାହୁ, ଆକାଶ ଭୂୟାଁ, ଗିରିବାଳା ବେହେରା, ସସ୍ମିତା ବେହେରା, ହରେକୃଷ୍ଣ ସାହୁ, ଗୀତାଞ୍ଜଳି ମହାନ୍ତ, ଶଶୀକାନ୍ତ ଲେଙ୍କା, ସୁଦାମ ବାରିକ, ସତ୍ୟ ନାୟକ, ଫକୀରା ଜଗତ କମିଟିରେ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri