ଅଣହିନ୍ଦୁ ପ୍ରବେଶ ରୋକିବାକୁ ଶ୍ରୀମନ୍ଦିର ପ୍ରଶାସନଙ୍କ ପଦକ୍ଷେପ, ଦ୍ୱାର ଜଗିବେ ସେବାୟତ

ପୁରୀ,୧୨।୪: ବିଭିନ୍ନ ସମୟରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖାଯାଉଛି। ନିକଟ ଅତୀତରେ ଏଭଳି ଅନେକ ଖବର ସମ୍ନୋକୁ ଆସିଛି। ଅଣହିନ୍ଦୁ ପ୍ରବେଶକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବେ ବଡ଼ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକମାନଙ୍କୁ ମୁତୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ପ୍ରଶାସନ।

୧୪ ତାରିଖରେ ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ପଡୁଥିବାବେଳେ ସେହିଦିନଠାରୁ ଏହି ବ୍ୟବସ୍ଥା ଆରମ୍ଭ କରାଯିବ। ପ୍ରଥମ ପର୍ଯ୍ୟାୟରେ ସକାଳେ ଦ୍ୱାର ଫିଟା ସମୟରେ ଓ ସଂଧ୍ୟାା ଆରତି ବେଳେ ଦୁଇ ଜଣ ଲେଖାଏଁ ପ୍ରତିହାରୀ ସେବାୟତ ସିଂହଦ୍ୱାର ସମ୍ମୁଖରେ ମୁତୟନ ହେବେ। ପରବର୍ତ୍ତୀ ସମୟରେ ପୂରା ଦିନରୁ ରାତି ପର୍ଯ୍ୟନ୍ତ ପ୍ରତିହାରୀ ସେବାୟତମାନଙ୍କୁ ମୁତୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri