୭୫ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ

ଭୁବନେଶ୍ୱର:୧୪।୪: ପବିତ୍ର ପଣା ସଂକ୍ରାନ୍ତି ଅବସରରେ କଂଗ୍ରେସ ରବିବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୭୫ଜଣଙ୍କ ନାଁ ରହିଛି। ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ ପଟ୍ଟନାୟକ, ବେଗୁନିଆରୁ ପୃଥୀବଲ୍ଲଭ ପଟ୍ଟନାୟକଙ୍କୁ ଭରସା କରି କଂଗ୍ରେସ ପ୍ରାର୍ଥୀ କରିଛି। ପୂର୍ବରୁ କଂଗ୍ରେସ ୪୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଥିଲା । ଏବେ ମୋଟ ୧୨୨ ଆସନରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ସେହିପରି ମୋଟ ୧୭ ଲୋକ ସଭା ଆସନ ପାଇଁ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଛି । ତେବେ ବାକି ଆସନ ପାଇଁ ମଧ୍ୟ ଖୁବ୍‌ ଶୀଘ୍ର ଦଳ ପ୍ରାର୍ଥୀ ଘୋଷଣା କରିପାରେ ବୋଲି ସୂଚନା ମିଳିଛି।

କଂଗ୍ରେସର ପ୍ରାର୍ଥୀ ତାଲିକା-

ଅତାବିରା- ଅଭିଷେକ ସେଠ

ତଳସରା- ଦେବେନ୍ଦ୍ର ଭିଟାରିଆ

କୁଚିଣ୍ଡା- କେଦାରନାଥ ବରିହା

ରେଙ୍ଗାଲି- ଦିଲୀପ ଦୁରିଆ

ସମ୍ବଲପୁର- ଦୁର୍ଗା ପ୍ରସାଦ ପାଢୀ

ରୋଖୋଲ- ଅସଫ ଅଲ୍ଲୀ ଖାନ

ଦେବଗଡ଼- ସେମ ହେମ୍ବ୍ରମ୍‌

ତେଲକୋଇ- ନିର୍ମଳ ଚନ୍ଦ୍ର ନାୟକ

ଘସିପୁରା- ସୁବ୍ରତ ଚକ୍ର

ଆନନ୍ଦପୁର- ଜୟଦେବ ଜେନା

ପାଟଣା- ହୃଷିକେଶ ନାଏକ

କେନ୍ଦୁଝର- ପ୍ରତିଭା ମଞ୍ଜରୀ ନାଏକ

ଚମ୍ପୁଆ- ଯଶୋବନ୍ତ ଲାଘୁରୀ

ଯଶୀପୁର- ଶ୍ୱେତା ଚତ୍ତର

ସାରସକଣା- ରାମକୁମାର ସୋରେନ

ରାଇରଙ୍ଗପୁର- ଯୋଗେନ୍ଦ୍ର ବନ୍‌ରା

ବାଙ୍ଗିରିପୋଷି- ମୁରଲୀଧର ନାଏକ

କରଞ୍ଜିଆ- ଲକ୍ଷ୍ମୀଧର ସିଂହ

ଉଦଳା- ଦୁର୍ଗାଚରଣ ଟୁଡୁ

ବାରିପଦା- ବାଦଲ ହେମ୍ବ୍ରମ୍‌

ମୋରଡ଼ା- ପ୍ରଭାସ କରମହାପାତ୍ର

ଭୋଗରାଇ- ସତ୍ୟଶିବ ଦାସ

ବସ୍ତା- ବିଜନ ନାୟକ

ରେମୁଣା- ସୁଦର୍ଶନ ଜେନା

ସୋର- ସୁବ୍ରତ ଧଡ୍ଡା

ସିମୁଳିଆ- ହିଂମାଶୁ ଶେଖର ବେହେରା

ଭଣ୍ଡାରୀପୋଖରୀ- ନିରଞ୍ଜନ ପଟ୍ଟନାୟକ

ଭଦ୍ରକ- ଅସିତ ପଟ୍ଟନାୟକ

ବାସୁଦେବପୁର- ଅଶୋକ ଦାସ

ଧାମନଗର- ରଞ୍ଜନ ବେହେରା

ଚାନ୍ଦବାଲି- ଅମୀୟ ମହାପାତ୍ର

ବିଞ୍ଝାରପୁର- କନକଲତା ମଲ୍ଲିକ

ବରୀ- ଆରତି ଦେଓ

ଧର୍ମଶାଳା- କିଶନ ପଣ୍ଡା


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri