Posted inରାଜ୍ୟ

ବିଧାନସଭା ଆସନ: କାହାର କେତେ ଘୋଷଣା ବାକି

ଭାଜପାର ୩୫
ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି, ମୋହନା, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର ଓ ଚିତ୍ରକୋଣ୍ଡା।

ବିଜେଡିର ୩୦
ପଦମ୍‌ପୁର, ରଘୁନାଥପାଲି, କୁଚିଣ୍ଡା, ଦେବଗଡ଼, ଆନନ୍ଦପୁର, ଚମ୍ପୁଆ, କରଞ୍ଜିଆ, ସାରସକଣା, ବାଙ୍ଗିରିପୋଷି, ଭୋଗରାଇ, ରେମୁଣା, ନୀଳଗିରି, ସିମୁଳିଆ, ବରୀ, ବଡ଼ଚଣା, କୋରେଇ, ହିନ୍ଦୋଳ, ଅନୁଗୋଳ, କଣ୍ଟାବାଞ୍ଜି, ଚିତ୍ରକୋଣ୍ଡା, ଖଣ୍ଡପଡ଼ା, କେନ୍ଦ୍ରାପଡ଼ା, ବାଲିକୁଦା-ଏରସମା, କାକଟପୁର, ନିମାପଡ଼ା, ଚିଲିକା, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି ଏବଂ ଜୟପୁର।

କଂଗ୍ରେସର ୨୬
ଝାରସୁଗୁଡ଼ା, ବଡ଼ସାହି, ଜଳେଶ୍ୱର, ବାଲେଶ୍ୱର, ରେମୁଣା, ବଡ଼ଚଣା, ସୁକିନ୍ଦା, ପାଲଲହଡ଼ା, ଦଶପଲ୍ଲା, ବାରବାଟୀ-କଟକ, ଖଣ୍ଡପଡ଼ା, ମାହାଙ୍ଗା, କେନ୍ଦ୍ରାପଡ଼ା, ରାଜନଗର, ମହାକାଳପଡ଼ା, ଜଗତ୍‌ସିଂହପୁର, କାକଟପୁର, ନିମାପଡ଼ା, ସତ୍ୟବାଦୀ, ପିପିଲି, ଚିଲିକା, ଭୁବନେଶ୍ୱର-ମଧ୍ୟ, ଭୁବନେଶ୍ୱର-ଉତ୍ତର, ଖୋର୍ଦ୍ଧା, ଛତ୍ରପୁର ଏବଂ ଗୋପାଳପୁର।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri