ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ।
ଏକ ରିପୋର୍ଟ ଅନୁଯାୟୀ, ଇଲାହୀ ଫୋନ୍‌ ଯୋଗେ କହିଛନ୍ତି, ମାଲବାହୀ ଜାହାଜରେ ଥିବା ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଗିରଫ କରାଯାଇ ନାହିଁ ଏବଂ ସହଜରେ ମୁକ୍ତ ହୋଇପାରିବେ।

ଏହି ଜାହାଜରେ ଥିବା ୧୭ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କ ମଧ୍ୟରୁ  ଡେକ୍‌ କ୍ୟାଡେଟ ଏନ, ଜୋସେ୍‌ଫ କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ନିରାପଦରେ ଅବତରଣ କରିବାର କିଛି ଘଣ୍ଟା ପରେ କେରଳର ଥ୍ରିସୁରର ବାସିନ୍ଦା ଜୋସେଫଙ୍କୁ ବିମାନବନ୍ଦରରେ ଆଞ୍ଚଳିକ ପାସପୋର୍ଟ ଅଧିକାରୀ ସ୍ବାଗତ କରିଥିଲେ।

ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଏହି ସପ୍ତାହ ପୂର୍ବରୁ ଇରାନର ପ୍ରତିପକ୍ଷ ଆମୀର ଅବ୍‌ଦୁଲ୍ଲାଙ୍କ ସହ କଥା ହୋଇଥିବା କହିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି କେବଳ ଦେଶ ଭିତରେ ନୁହେଁ, ବାହାରେ ମଧ୍ୟ କାମ କରୁଛି। ଜୋସେଫଙ୍କ ଫେରିବା ପରେ ଜୟଶଙ୍କର ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି, ‘ମହାନ କାର୍ଯ୍ୟ, ଇରାନରେ ଭାରତୀୟ ଦୂତାବାସ। ଖୁସି ଯେ ଶ୍ରୀମତୀ ଏନ୍‌ ଟେସା ଜୋସେଫ ଘରେ ପହଞ୍ଚିଛନ୍ତି। ମୋଦିଙ୍କ ଗ୍ୟାରେଣ୍ଟି ସବୁବେଳେ କାମ କରେ, ଦେଶରେ ହେଉ କିମ୍ବା ବିଦେଶରେ।


Enter your email to get our daily news in your inbox.

All Right Reserved By Dharitri.Com

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି

ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ...

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ...

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା...

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା...

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼...

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି...

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri