ଏପ୍ରିଲ ୨୫ରୁ ରାଜ୍ୟରେ ଖରାଛୁଟି

ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ତେବେ ଏପ୍ରିଲ ୨୫ରୁ ରାଜ୍ୟ ସରକାର ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି।

ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍କୁଲ ପରିଚାଳନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri