ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି ମହୁଆଙ୍କ ପୂର୍ବତନ ପୁରୁଷ ବନ୍ଧୁ ଜୟ ଅନନ୍ତଙ୍କ ବିରୋଧରେ ମାନହାନି ମାମଲା କରିଛନ୍ତି ପିନାକୀ ମିଶ୍ର । ଆଇନଜୀବୀ ଜୟ ଅନନ୍ତ ଦେହାଦ୍ରାଇଙ୍କ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ମାନହାନୀ ମାମଲା କରିଛନ୍ତି ବିଜେଡି ଏମପି ପିନାକୀ ମିଶ୍ର । ତାଙ୍କୁ ଆପତ୍ତିଜନକ ନାଁଁରେ ସମ୍ବୋଧନ କରିବା ସହ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା ଆବେଦନରେ ଦର୍ଶାଇଛନ୍ତି ପିନାକୀ ।

ପିନାକୀ ଅଭିଯୋଗ କରିଛନ୍ତି, ‘ଯେତେବେଳେ ଦେହାଦ୍ରାଇ ଓ ମୋଇତ୍ରା ପରସ୍ପରଠାରୁ ଅଲଗା ହେଲେ, ସେତେବେଳେ ମହୁଆଙ୍କ ବିରୋଧରେ ଲାଞ୍ଚ କାରବାର ଓ ଦୁର୍ନୀତି ଭଳି ଏକାଧିକ ଅଭିଯୋଗ ଆଣିଥିଲେ ଦେହାଦ୍ରାଇ । ଏଥିସହ ପିନାକୀଙ୍କ ବାବଦରେ ଆପତ୍ତିଜନକ ଶବ୍ଦ ସବୁ ବ୍ୟବହାର କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri