ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ଅନୁଷ୍ଠିତ ପରୀକ୍ଷା ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ ଏବଂ ମେରିଟ ଲିଷ୍ଟ ତାଲିକା ପାଇପାରିବେ। jeemain.nta.ac.in ଅଫିସିଆଲ ୱେବସାଇଟ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ। ଆପ୍ଲିକେସନ ନମ୍ବର, ପାସୱାର୍ଡ ଏବଂ ସିକ୍ୟୁରିଟି ପିନ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ।
JEE Main ୨୦୨୪ରେ ୫୬ ଜଣ ଛାତ୍ରୀଛାତ୍ର ୧୦୦ ପ୍ରତିଶତ ପାଇଛନ୍ତି। ଶତପ୍ରତିଶତ ପାଇଥିବା ପ୍ରାର୍ଥୀ ତାଲିକାରେ ଦୁଇ ଝିଅ ମଧ୍ୟ ସମଲ ଅଛନ୍ତି। ସେମାନେ ହେଉଛନ୍ତି ଦିଲ୍ଲୀର ଶାୟନା ସିହ୍ନା ଏବଂ କର୍ନାଟକର ସାନଭି ଜୈନ। ଏହା ବ୍ୟତୀତ ପଶ୍ଚିମବଙ୍ଗର ଭୁମିକା ସାହା ଥାର୍ଡଜେଣ୍ଡର ବର୍ଗରେ ୫୬.୬୭୮୪୮୨୦ ପ୍ରତିଶତ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri