ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା ୨୦୦ ଟଙ୍କା ମହଙ୍ଗା ହୋଇ ୭୧,୪୦୦ ଟଙ୍କାରୁ ଅଧିକ ହୋଇଛି। ରୂପା ମୂଲ୍ୟ ମଧ୍ୟ ବଢୁଛି ଏବଂ ଏହା ୪୮୦ ଟଙ୍କା ମହଙ୍ଗା ହୋଇଛି ଏବଂ କିଲୋଗ୍ରାମ ପିଛା ୮୧,୦୦୦ ଟଙ୍କା ଅତିକ୍ରମ କରିଛି।

ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୮୬୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୭୧୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
ଚେନ୍ନାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପ୍ରତି ୭୩,୬୯୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୮,୦୦୦ ଟଙ୍କାରେ ବିକ୍ରି ହେଉଛି।
ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୭୧୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
ନୋଏଡାଠାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୮୬୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
ପାଟନାରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୭୬୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
ଜୟପୁର ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୨,୮୬୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
ପୁଣେରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୭୧୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।
ଗୁରୁଗ୍ରାମରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୭୨,୮୬୦ ଟଙ୍କାରେ ଏବଂ ରୂପା କିଲୋଗ୍ରାମରେ ୮୪,୫୦୦ ଟଙ୍କାରେ ବିକ୍ରି ହେଉଛି।

ବିଶ୍ୱ ବଜାରରେ ମଧ୍ୟ ସୁନା ଓ ରୂପା ମୂଲ୍ୟରେ ବୃଦ୍ଧି ଦେଖିବାକୁ ମିଳୁଛି। ଆନ୍ତର୍ଜାତୀୟ ବଜାରରେ, ଅନ୍ସ ପ୍ରତି ୨,୩୩୪.୮୩ ଡଲାରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri