ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ହଠାତ୍‌ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ବଜ୍ରପାତରେ ତାଙ୍କ ଶରୀରର କିଛି ଅଂଶ ଶିଝି ଯାଇଥିଲା। ସେ ତଳେ ପଡ଼ିଯାଇ ଚିତ୍କାର କରିବାରୁ ଗ୍ରାମବାସୀ ପହଞ୍ଚି ଥିଲେ। ଆମ୍ବୁଲାନ୍ସରେ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri