ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା ପ୍ରଚାର ମାଧ୍ୟମ ଆପଣାଇଛନ୍ତି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କ ପାଇଁ ମ୍ୟାଜିକ ଶୋ ମାଧ୍ୟମରେ ପ୍ରଚାର ଚାଲିଛି।

ରାଜ୍ୟ ସରକାର ଓ ବିଧାୟକ ଦେବେଶଙ୍କ ଦ୍ୱାରା ହୋଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ଉପସ୍ଥିତ ଜନ ସାଧାରଣଙ୍କୁ ଅବଗତ କରାଯାଉଛି। ଏହି ଶୋ ଦେଖିବା ପାଇଁ ବିଭିନ୍ନ ଗ୍ରାମ ଓ ବସ୍ତି ଅଞ୍ଚଳରେ ପ୍ରବଳ ଜନ ଆଗ୍ରହ ଦେଖିବାକୁ ମିଳୁଥିବା ବେଳେ ଆକର୍ଷଣୀୟ ମଧ୍ୟ ହେଉଛି ।

ଏହି ଅବସରରେ ବରଗାଁ, କଟାପାଲି ବରଡୋଲ ଆଦି ଗ୍ରାମ ସମେତ ବରଗଡ଼ ପୌର ପରିଷଦର ମନାବନ୍ଧପଡ଼ା, ପିଏଚ୍‌ଡିପଡ଼ା, ନିଲିବନ୍ଧପଡ଼ା, ନଦୀପଡ଼ା ଆଦି ସ୍ଥାନରେ ମ୍ୟାଜିକ ଶୋ ପ୍ରଦର୍ଶନ ସହିତ ପ୍ରଚାରକୁ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri