ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ ସୋନିପତରେ ଆୟୋଜିତ ନ୍ୟାଶନାଲ ଟ୍ରାଏଲ୍ସ ସମୟରେ ଡୋପ୍‌ ଲାଗି ନମୂନା ଦେଇ ନ ଥିଲେ। ଏହାକୁ ନେଇ ତାଙ୍କ ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ରିପୋର୍ଟ ମୁତାବକ, ପୁନିଆ ସୋନିପତରେ ଆୟୋଜିତ ଟ୍ରାଏଲ୍ସ ସମୟରେ ନିଜର ୟୁରିନ୍‌(ମୁତ୍ର)ର ନମୂନା ଦେବାକୁ ମନା କରିଦେଇଥିଲେ। ଏବେ ତାଙ୍କ ଉପରୁ ନିଲମ୍ବନ ହଟା ନ ଯିବା ପର୍ଯ୍ୟନ୍ତ ସେ କୌଣସି ଟୁର୍ନାମେଣ୍ଟ ନଚେତ ଟ୍ରାଏଲ୍ସରେ ଭାଗ ନେଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri