ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଅପରାହ୍ନ ୩ଟାରେ ବନମାଳୀପୁର ଛକ ନିକଟରେ ଏକ ସ୍ବତନ୍ତ୍ର ହେଲିକପ୍ଟରରୁ ସେ ଓହ୍ଲାଇ ସଡ଼କ ପଥଦେଇ ଜୁନାଗଡ଼ ସହର ସ୍ଥିତ ହାଇସ୍କୁଲ ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ କଳାହାଣ୍ଡି ଏମ୍‌ପି ପ୍ରାର୍ଥିନୀ ମାଳବିକା କେଶରୀ ଦେଓ ଓ ଜୁନାଗଡ଼ ବିଧାୟକ ପ୍ରାର୍ଥୀ ମନୋଜ ମେହେରଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ସେହିପରି ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ଆଣିବାକୁ ଲୋକଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri