୧୫ରେ ବଲାଙ୍ଗୀର ଆସିବେ ରାହୁଲ ଗାନ୍ଧୀ:ଶେଷ ପର୍ଯ୍ୟାୟରେ ପସ୍ତୁତି

ବଲାଙ୍ଗୀର, ୧୩।୫ (ସୁନୀଲ କୁମାର ମହାନ୍ତି): ଆସନ୍ତା ୧୫, ବୁଧବାର କଂଗ୍ରେସର ଲୋକପ୍ରିୟ ନେତା ରାହୁଲ ଗାନ୍ଧି ବଲାଙ୍ଗୀର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଦିନ ୧୧ଟାରେ ହେଲିକପ୍ଟର ଯୋଗେ ସେ ବଲାଙ୍ଗୀର ମନୋହରପୁର ପଡ଼ିଆରେ ପହଞ୍ଚିବେ। ସେଠାରୁ ଏକ ବିରାଟ ମୋଟର ସାଇକେଲ ଶୋଭାଯାତ୍ରାରେ ରୋଡ ଶୋ’ କରିବେ। ଏହାପରେ ସେ କୋଶଳ କଳାମଣ୍ଡଳରେ ଆୟୋଜିତ ହେବାକୁ ଥିବା ନିର୍ବାଚନ ସଭାରେ ଯୋଗଦେବେ। ଏହି ସଭାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, କଂଗ୍ରେସର ଓଡିଶା ପ୍ରଭାରୀ ଅଜୟ କୁମାର, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ, ସମସ୍ତ ୭ଟି ବିଧାୟକ ପ୍ରାର୍ଥୀ ଉପସ୍ଥିତ ରହିବେ ବୋଲି ଆଜି ଏକ ଖବରଦାତା ସମ୍ମିଳନୀ କରି ଜିଲା କଂଗ୍ରେସ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଲକ୍ଷାଧିକ ସମର୍ଥକ ଓ ଲୋକଙ୍କ ସମାଗମ ହେବ ବୋଲି କୁହାଯାଇଛି। ଆଜିର ସମ୍ମିଳନୀରେ ଜିଲା କଂଗ୍ରେସ କମିଟି ସଭାପତି ଅଶୋକ କୁମାର ନନ୍ଦ, କାର୍ଯ୍ୟକାରୀ ସଭାପତି ମନୀଷ ମିଶ୍ର, ସନ୍ତକ ବହିଦାର, ରାଜ୍ୟ ପ୍ରବକ୍ତା ଅଜିତ ପାଲ, ଜିଲା ପ୍ରବକ୍ତା ଅଜୟ ବାଲି, ଅର୍ଜୁନ ମୁଗ୍ରୀ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri