କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ ଏକ ସମାବେଶକୁ ଉଦ୍‌ବୋଧନ ଦେଇଥିଲେ। ପରେ କଟକରେ ଆସି ରୋଡ୍‌ ଶୋ’ କରିଛନ୍ତି। କଟକ ଗୋପବନ୍ଧୁ ଛକରୁ ଶାହାଙ୍କ ରୋଡ୍‌ ଶୋ’ ଆରମ୍ଭ ହୋଇଛି। ୨ ଘଣ୍ଟା ଧରି ଏହି ରୋଡ୍‌ ଶୋ’ ଚାଲିବ। ଏଥିରେ ଭାଜପାର କଟକ ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାନସଭା ପ୍ରାର୍ଥୀ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ସାମିଲ ହୋଇଛି। ଏତଦ୍‌ବ୍ୟତୀତ ହଜାର ହଜାର ସଂଖ୍ୟାରେ ଭାଜପା କର୍ମୀ ଶାହାଙ୍କ ରୋଡ୍‌ ଶୋ’ରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri