ନିର୍ଦ୍ଧାରିତ ସମୟ ପୂର୍ବରୁ କେରଳରେ ମୌସୁମୀର ଏଣ୍ଟ୍ରି, IMD ଦେଲା ସୂଚନା

ନୂଆଦିଲ୍ଲୀ,୧୬।୫: ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟ ପୂର୍ବରୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ମେ ୩୧ ତାରିଖ ପାଖାପାଖି ମୌସୁମୀ କେରଳ ପହଞ୍ଚିଯିବ। ଯାହାକୁ ନେଇ ଅନ୍ୟ ରାଜ୍ୟମାନଙ୍କରେ ମୌସୁମୀ ଗତିବିଧିକୁ ନେଇ ସୂଚନା ଜାରି କରାଯାଇଛି।
IMD ର ପୂର୍ବାନୁମାନ ଅନୁସାରେ, ଚଳିତ ବର୍ଷ କେରଳରେ ମୌସୁମୀ ବାୟୁ ମେ ୨୭ରୁ ଜୁନ ୪ ଭିତରେ ପ୍ରବେଶ କରିପାରେ। କେରଳରେ ମୌସୁମୀ ଜୁନ ୧ରୁ ୪ ଭିତରେ ଆସିଥାଏ।

କିନ୍ତୁ ଏହା ପୂର୍ବରୁ ପାଣିପାଗ ବିଭାଗ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ ୧୯ ସୁଦ୍ଧା ଆଣ୍ଡାମାନ ଓ ନିକୋବର ଦ୍ୱୀପରେ ପହଞ୍ଚିବା ନେଇ ପୂର୍ବାନୁମାନ କରିଛି। ସେହିପରି ଜୁନ ୧୫ରେ ଗୁଜୁରାଟ, ମଧ୍ୟ ପ୍ରଦେଶ, ଛତିଶଗଡ, ଝାଡଖଣ୍ଡ ଓ ବିହାର ପହଞ୍ଚିପାରେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri