Posted inଖେଳ

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା ବିଶିଷ୍ଟ ରହିବ। ଏହାପୂର୍ବରୁ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ଓ୍ବାଙ୍ଖଡେରେ ମୁମ୍ବାଇର ଅଭ୍ୟାସ ସମୟରେ ଈଶାନ କିଶନ ଏବଂ ଟିମ୍‌ ଡେଭିଡଙ୍କ ମଧ୍ୟରେ ଜବରଦସ୍ତ କୁସ୍ତି କରିଥିବା ଭିଡିଓ ଭାଇରାଲ ହେଉଛି।

ଗୋଟିଏ ପଟେ ଦଳର ଖେଳାଳିମାନେ ବ୍ୟାଟିଂ ଏବଂ ବୋଲିଂ ଅଭ୍ୟାସ କରୁଥିବା ବେଳେ, ଅନ୍ୟପକ୍ଷେ ଈଶାନ ଏବଂ ଡେଭିଡ ଭିନ୍ନ ମୁକାବିଲାରେ ଲାଗିଥିଲେ। ଉଭୟଙ୍କ କୁସ୍ତିର ଭିଡିଓ ମୁମ୍ବାଇ ପ୍ରଶଂସକଙ୍କ ସହ ଶେୟାର କରିଛି। ଈଶାନ ଡେଭିଡଙ୍କୁ ହରାଇବାକୁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଛନ୍ତି।

ଭିଡିଓକୁ ଦେଖି ଅନେକ ଉଭୟ ଖେଳାଳିଙ୍କୁ ଆଘାତ ଲାଗିପାରିଥାନ୍ତା ବୋଲି କହିଛନ୍ତି। ଈଶାନ ଆଇପିଏଲ୍‌ ପରେ ଆରାମ କରୁଥିବା ନଜର ଆସିବେ। ହେଲେ ଡେଭିଡ୍‌ ଟି୨୦ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଟିମ୍‌ରେ ଚୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri