ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲା ପୋଲିସ ଓ ଡିଆରଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୋଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି। ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି। ସର୍ଚ୍ଚ ଅପେରେଶନ ପରେ ସବିଶେଷ ବିବରଣୀ ପ୍ରଦାନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri