ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ପରିବାର ଏବଂ ଇରାନବାସୀଙ୍କୁ ମୋର ହୃଦୟରୁ ସମବେଦନ। ଏହି ଦୁଃଖରେ ଭାରତ ଇରାନ ସହିତ ଛିଡା ହୋଇଛି।
ଇରାନର ରାଷ୍ଟ୍ରପତି ରାଇସି ବୈଦେଶିକ ମନ୍ତ୍ରୀ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଦିନ ଇରାନର ଉତ୍ତର-ପଶ୍ଚିମ ଭାଗରେ ଥିବା ଏକ ପାର୍ବତ୍ୟ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

https://x.com/narendramodi/status/1792418659803038064


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri