ବିଜେଡି ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ଶୋଭାଯାତ୍ରା

ଆଠଗଡ,୨୩।୫(ସତ୍ୟ ପ୍ରସାଦ ରଥ):କଟକ ଲୋକସଭା କ୍ଷେତ୍ରର ବିଜୁଜନତା ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ଆଠଗଡ଼ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଚାର କାର୍ଯ୍ୟ ଜୋରଦାର କରିଛନ୍ତି। ବୁଧବାର ଆଠଗଡ ବ୍ଲକର ଏକ ନମ୍ବର ଯୋନରେ ଏକ ବାଇକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ବ୍ଲକର ତରଡିଙ୍ଗ ଗ୍ରାମରୁ ଏହି ଶୋଭାଯାତ୍ରା ବାହାରି ଯୋରନ୍ଦା, ଗୋପିନାଥ ପୁର,ଦୋରଡ,ସଠିଲୋ, ବାସୁଦେବପୁର, ସମସରପୁର, ଚେରେଇ ପାଟଣା, ରଘୁନାଥପୁର, ଇଚ୍ଛାପୁର, ଜେନା ପଦା, ବଡ଼ଭୂଇଁ, ଖୁଣ୍ଟ କଟା ଆଦି ପଞ୍ଚାୟତ ବୁଲିଥିଲା। ପୂର୍ବତନ କଟକ ଜିଲା ପରିଷଦ ଉପାଧ୍ୟକ୍ଷ ସୁନୀଲ ପରିଡା ଓ କଟକ ଜିଲା ବିଜେଡି ଉପସଭାପତି ନୃସିଂହ ମହାପାତ୍ରଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ମୋଟର ସାଇକେଲଆରୋହୀ ଏଥିରେ ଯୋଗଦେଇଥିଲେ। ରାସ୍ତା କଡ଼ରେ ବହୁସଂଖ୍ୟାରେ ମହିଳା ଓ ଯୁବତୀ ଉଭୟ ପ୍ରାର୍ଥୀଙ୍କୁ ପୁଷ୍ପମାଲ୍ୟ ଓ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ଏହି ଶୋଭାଯାତ୍ରାରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…

ଭୁବନେଶ୍ୱର,୧୭ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ...

୨୩ରେ ଏନ୍‌ଆର୍‌ଟିଏସ୍‌ ପରୀକ୍ଷା

କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍‌ଆର୍‌ଟିଏସ୍‌) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪...

ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ

କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ...

ଅମରଙ୍କ ବିସ୍ଫୋରକ ବୟାନ: ଆଗକୁ ବହୁତ କିଛି ଘଟିବାକୁ ଯାଉଛି, କେବଳ BJP ନୁହେଁ…

ଭୁବନେଶ୍ୱର,୧୫।୧୦: ବିଜେଡ଼ିରେ ନ ଥିବା କହି ଚର୍ଚ୍ଚାର ପରିସରକୁ ଆସିଥିବା ଅମର ପ୍ରସାଦ ଶତପଥୀ ମଙ୍ଗଳବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଆଗକୁ ଓଡ଼ିଶା...

ବର୍ଷିଲେ ପାଟ୍ଟଶାଣୀ: କହିଲେ ‘ଯେପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ବିଜେଡି ସରକାରକୁ ଆସିବ ନାହିଁ, ମୁଁ ବି…’

ଭୁବନେଶ୍ୱର,୧୫।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ...

କୋର୍ଟ ଆଗରେ ଦମ୍ପତିଙ୍କ ହାଇଡ୍ରାମା: ଦ୍ୱିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି ଥାନାକୁ ଟାଣିନେଲେ ପ୍ରଥମ ସ୍ତ୍ରୀ

କଟକ,୧୫।୧୦: କଟକ ଜିଲା ବାଙ୍କୀ କୋର୍ଟ ଆଗରେ ମଙ୍ଗଳବାର ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ଦ୍ୱିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି...

ଦିନ ଥିଲା ମୁଁ ବିଜେଡିରେ ଟିକେଟ୍‌ ବାଣ୍ଟୁଥିଲି, ଏବେ ମୁଁ ଦଳରେ ନାହିଁ, କାହିଁକି ଏପରି କହିଲେ ଅମର…

ଭୁବନେଶ୍ୱର,୧୪ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri