ବିଜେଡି ପ୍ରାର୍ଥୀଙ୍କ ବାଇକ ରାଲି ଉପରେ ଗାଡି ଚଢାଇଦେଲେ ପୂର୍ବତନ ସରପଞ୍ଚ

ଭୁବନେଶ୍ୱର,୨୭।୫: ଧର୍ମଶାଳାର ବିଜେଡି ପ୍ରାର୍ଥୀ ତଥା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାଇକ ରାଲି ଉପରେ ଜଣେ ପୂର୍ବତନ ସରପଞ୍ଚ ସ୍କର୍ପିଓ ଚଢାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକାଧିକ ବାଇକ କ୍ଷତିଗ୍ରସ୍ତ ହୋଇଛନ୍ତି। ଅଭିଯୁକ୍ତ ଫେରାର ଥିବା ବେଳେ ବିଜେଡି କର୍ମୀମାନେ ତାଙ୍କ ଅଫିସରେ ଭଙ୍ଗାରୁଜା କରିଛନ୍ତି। ପୋଲିସ ଏହି ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତ ପୂର୍ବତନ ସରପଞ୍ଚଙ୍କ ନାଁ ଦିଲ୍ଲୀପ କୁମାର ବେହେରା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri