Posted inରାଜ୍ୟ

ଓଡ଼ିଆ ଚ୍ୟାନେଲ ବିରୋଧରେ ଇସିଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯ା୫: ନିର୍ବାଚନ କମିଶନ(ଇସି)ଙ୍କ କଟକଣା ସତ୍ତ୍ୱେ ଓଡ଼ିଶାର ଏକ ଟିଭି ଚ୍ୟାନେଲ ଏକ୍‌ଜିଟ ପୋଲ୍‌ ସମ୍ପର୍କିତ ଖବର ପ୍ରସାରଣ କରୁଥିବା ନେଇ ଅଭିଯୋଗ ହୋଇଥିଲା। କମିଶନ ବୁଧବାର ରାତିରେ ଉକ୍ତ ଓଡ଼ିଆ ନ୍ୟୁଜ୍‌ ଚ୍ୟାନେଲ ବିରୋଧରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଜନ ପ୍ରତିନିଧି ଆଇନ, ୧୯୫୧ର ଧାରା ୧୨୬ଏ ଅଧୀନରେ ଏକ୍‌ଜିଟ୍‌ ପୋଲ୍‌ ଉପରେ ଇସି ରୋକ୍‌ ଲଗାଇଛନ୍ତି।ତଦନୁସାରେ ଜୁନ୍‌ ୧ ସନ୍ଧ୍ୟାରେ ସମସ୍ତ ୭ଟି ଯାକ ପର୍ଯ୍ୟୟରେ ଭୋଟ ଗ୍ରହଣ ଶେଷ ହେବା ପରେ ଚ୍ୟାନେଲଗୁଡ଼ିକ ଏକ୍‌ଜିଟ ପୋଲ୍‌ ପ୍ରସାରଣ କରିପାରିବେ। ମାର୍ଚ୍ଚ ୨୮ରେ ଇସି ଏ ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri