ଓଡ଼ିଶାରେ ସକାଳ ୮ଟାରୁ ହେବ ମତଗଣନା, ଇସିଆଇ ଦେଲେ ସୂଚନା

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ଦେଶରେ ଶନିବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତେବେ ଏହି ୭ଟି ପର୍ଯ୍ୟାୟରେ ହୋଇଥିବା ଭୋଟିଂର କାଉଣ୍ଟିଂ ମଙ୍ଗଳବାର ସକାଳ ୮ଟାରେ ଆରମ୍ଭ ହେବାକୁ ଯାଉଛି। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ଓ ନିର୍ବାଚନମଣ୍ଡଳୀଗୁଡିକର ଉପ-ନିର୍ବାଚନ ପାଇଁ ଭୋଟ ଗଣନା ମଙ୍ଗଳବାର ଦିନ ହିଁ ଅନୁଷ୍ଠିତ ହେବ। ମତଗଣନା ସକାଳ ୮ଟାରୁ ଆରମ୍ଭ ହେବ ବୋଲି ଇସିଆଇ ସୂଚନା ଦେଇଛନ୍ତି।

ଦେଶରେ ସାଧାରଣ ନିର୍ବାଚନ ୧୯ ଏପ୍ରିଲରୁ ୧ ଜୁନ ପର୍ଯ୍ୟନ୍ତ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ସାତୋଟି ପର୍ଯ୍ୟାୟରେ ହୋଇଥିବା ସମସ୍ତ ଭୋଟିଂର ଫଳାଫଳ ଜୁନ ୪ରେ ଘୋଷଣା ହେବ। ତେବେ ଭୋଟ ଗଣତିର ସମ୍ପର୍ଣ୍ଣ ସମ୍ପୂର୍ଣ୍ଣ ସୂଚନା ଓ ଫଳାଫଳ ECI ୱେବସାଇଟ results.eci.gov.in ତଥା ଭୋଟର ହେଲ୍ପଲାଇନ ଆପରେ ଉପଲବ୍ଧ ହେବ। ଗୁଗୁଲ ପ୍ଲେ ଷ୍ଟୋର କିମ୍ବା ଆପଲର ପ୍ଲେ ଷ୍ଟୋରରୁ ଭୋଟର ହେଲ୍ପଲାଇନ ଆପ ଡାଉନଲୋଡ କରି ନିର୍ବାଚନ ସମ୍ପର୍କିତ ସମସ୍ତ ତଥ୍ୟ ଦେଖିହେବ ।

ସୂଚନାଥାଉ କି, ଜୁନ ୪ରେ ଲୋକ ସଭା ନିର୍ବାଚନର ରେଜଲ୍ଟ ଆସିବାକୁ ଯାଉଛି। ତେବେ ଏହାର ଗୋଟିଏ ଦିନ ପୂର୍ବରୁ ସୋମବାର ନିର୍ବାଚନ କମିଶନର ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ସମ୍ପର୍କିତ ସୂଚନା ଦେଇଛନ୍ତି। ଦେଶର ନିର୍ବାଚନ ଇତିହାସରେ ପ୍ରଥମ ଥର ପାଇଁ ଭୋଟ ଶେଷ ହେବା ପରେ ଇସିଆଇ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ...

CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ

ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର...

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri