ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିକୁ ୭୪୩୦ଖଣ୍ଡ, କଂଗ୍ରେସକୁ ୬୮୮୫ ଖଣ୍ଡ ଏବଂ ଭାଜପାକୁ ୫୩୫୩ ଖଣ୍ଡ ଭୋଟ୍‌ ମିଳିଛି। ଏଠାରେ ୨୯୧ଟି ଭୋଟ୍‌ କେନ୍ଦ୍ରରେ ଭୋଟ୍‌ ଗ୍ରହଣ ହୋଇଥିଲା। ଏହି ବିଧାନସଭା କ୍ଷେତ୍ରଟି ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟିକୁ ନେଇ ଗଠିତ। ମୋଟ୍‌ ୭ଜଣ ବିଧାୟକ ପ୍ରାର୍ଥୀ ଭାବେ ନିର୍ବଚେନୀ ମଇଦାନରେ ପ୍ରତିଦ୍ବନ୍ଦ୍ୱିତା କରିଥିଲେ। ବିଜେଡିରୁ ଅଭିମନ୍ୟୁ ସେଠୀ, ଭାଜପାରୁ ଆଲୋକ ସେଠୀ, କଂଗ୍ରେସରୁ ପୂର୍ବତନ ବିଧାୟକ ଜୟଦେବ ଜେନା, ସ୍ବାଧୀନରୁ ଝାନ୍ସିରାଣୀ ଦାସ ଏବଂ ବିଶ୍ୱ ପ୍ରତାପ ଜେନା,ବହୁଜନ ସମାଜ ପାର୍ଟିରୁ ଦେବେନ୍ଦ୍ର ଜେନା,ଏସ୍‌ୟୁସିଆଇରୁ ନୀଳକଣ୍ଠ ଜେନା ନିର୍ବାଚନ ଲଢ଼ିଥିଲେ। ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ନୂଆ ମୁହଁ ଭାବେ ପ୍ରଥମ ଥର ପାଇଁ ନିର୍ବାଚନକୁ ସମ୍ମୁଖୀନ କରିଥିଲେ। କଂଗ୍ରେସର ଜୟଦେବ ୧୦ମ ଥର ପାଇ ନିର୍ବାଚନ ଲଢ଼ୁଥିବା ବେଳେ ଭାଜପାର ଆଲୋକ ତୃତୀୟଥର ପାଇଁ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri