ସୁରେଶ, ବାଲକ୍ରିଷ୍ଣନଙ୍କ ପରେ ଆଇଟି ସଚିବ ପଦରୁ ଇସ୍ତଫା ଦେଲେ ମନୋଜ ମିଶ୍ର

ଭୁବନେଶ୍ୱର,୬।୬: ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର। ଇଲେକ୍ଟ୍ରୋନିକ ଓ ଆଇଟି ପ୍ରମୁଖ ସଚିବ ପଦରୁ ଗୁରୁବାର ମନୋଜ ମିଶ୍ର ଇସ୍ତଫା ଦେଇଛନ୍ତି। ଇସ୍ତଫା ଗୃହିତ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ସିଏମଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ ଉପଦେଷ୍ଟା ପଦରୁ ଆର୍‌ ବାଲକ୍ରିଷ୍ଣନ ଇସ୍ତଫା ଦେଇଥିଲେ।

ମନୋଜ ମିଶ୍ର ୨୦୨୨ ଡିସେମ୍ବର ୨୮ ତାରିଖରେ ସର୍ବଭାରତୀୟ ରେଳବାଇ ଟ୍ରାଫିକ ସେବା(ଆଇଆରଟିଏସ) ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ ଓ ସେବେଠୁ ଓଡ଼ିଶା ସରକାର ତାଙ୍କୁ ପ୍ରମୁଖ ସଚିବ ପାହ୍ୟାରେ ଆଇଟି ବିଭାଗରେ ଅବସ୍ଥାପିତ କରିଥିଲେ । ମନୋଜ ମିଶ୍ର ଓଡ଼ିଶା ପ୍ରଥମ ଆଉଟସୋର୍ସିଂ ପ୍ରମୁଖ ସଚିବ ଆଉ ପାଣ୍ଡିଆନ୍‌ଙ୍କ ଘନିଷ୍ଠ ବନ୍ଧୁ ଭାବେ ମଧ୍ୟ ପରିଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri