୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୮।୬: ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ୨ଟାରୁ ୫ଟା ଯାଏ ଜନସାଧାରଣ ଦର୍ଶନ କରିପାରିବେ ନାହିଁ।

ଅନ୍ୟପଟେ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ବୈଠକରେ ନୀତିକାନ୍ତି ଓ ସେବାୟତଙ୍କ କାର୍ଯ୍ୟ ସମ୍ପାଦନ ଉପରେ ଆଲୋଚନା ହେବ। ମୁଖ୍ୟ ପ୍ରଶାସକ, ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକ ଉପସ୍ଥିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବଞ୍ଚିଲେ ଚାଷ ବଞ୍ଚିବ

ବରଗଡ଼୍‌,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ସମାଜବାଦୀ ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ...

ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର...

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ...

ଭିଜିଲାନ୍ସ ଚଢ଼ାଉ, ଜଣାପଡିଲା ମନରେଗା ଯୋଜନାର ସତ!

କେସିଙ୍ଗା,୨୮।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ପକ୍ଷରୁ କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ମନେରେଗା ଯୋଜନାରେ ହୋଇଥିବା କାମର କେସ ରେକର୍ଡ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri