Posted inଜାତୀୟ

ଧମକାଇଲେ ଖାର୍ଗେ!

ନୂଆଦିଲ୍ଲୀ,୧୮।୬: ୧୦ ବର୍ଷ ପରେ କଂଗ୍ରେସ ଲୋକ ସଭାରେ ନିଜର ବିରୋଧୀ ଦଳର ନେତା ନିଯୁକ୍ତ କରିବାକୁ ଯାଉଛି। କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲୁସି) ବୈଠକରେ ରାହୁଲ ଗାନ୍ଧୀଙ୍କୁ ଲୋକ ସଭାରେ ବିରୋଧୀ ଦଳର ନେତା ହେବାକୁ ଅନୁରୋଧ କରାଯାଇଥିଲା। ତେବେ ରାହୁଲ ଗାନ୍ଧୀ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଏପର୍ଯ୍ୟନ୍ତ ସର୍ବସାଧାରଣ ସୂଚନା ଦେଇନାହାଁନ୍ତି। କିନ୍ତୁ ସେପଟେ ସୋମବାର କଂଗ୍ରେସର ଏକ ସାମ୍ବାଦିକ ସମ୍ମିଳନୀରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ ରାହୁଲ ଗାନ୍ଧୀ କହିଥିଲେ ଯେ ଯଦି ସେ ରାଜି ନ ହୁଅନ୍ତି ତେବେ କଂଗ୍ରେସ ସଭାପତି ତାଙ୍କୁ ଧମକ ଦେଇଛନ୍ତି। ତେବେ ରାହୁଲ ଗାନ୍ଧୀ ଏହାକୁ ଥଟ୍ଟା ସ୍ବରରେ କହିଛନ୍ତି। ଲୋକମାନେ ରାହୁଲ ଗାନ୍ଧୀଙ୍କ ଏହି ଶୈଳୀକୁ ବହୁତ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ...

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର...

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ...

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ...

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ...

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ...

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ...

ଭାରତର ଦେଶୀ ଟୁଇଟର୍‌ ‘କୁ’ ବନ୍ଦ: ବିରାଟ କୋହଲିଙ୍କ ସମେତ ବଡ଼ ବଡ଼ ରାଜନେତା କରୁଥିଲେ ବ୍ୟବହାର

ନୂଆଦିଲ୍ଲୀ,୩।୭: ଏଲନ ମସ୍କଙ୍କ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଏକ୍ସ (ପୁରୁଣା ନାମ ଟୁଇଟର୍‌) ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଭାରତର ହୋମଗ୍ରାଉଣ୍ଡ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ‘କୁ’(KOO)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri