![](https://www.dharitri.com/wp-content/uploads/2024/06/Untitled-1-205.png)
ଭୁବନେଶ୍ୱର,୧୮।୬: ଡ୍ରେନ୍ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୟୁନିଟ-୩ ମସଜିଦ କଲୋନୀ ପାଖ ଡ୍ରେନ୍ରେ ନାବାଳକ ଜଣଙ୍କ ଭାସି ଯାଇଥିଲେ।
ଭୁବନେଶ୍ୱର,୧୮।୬: ଡ୍ରେନ୍ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୟୁନିଟ-୩ ମସଜିଦ କଲୋନୀ ପାଖ ଡ୍ରେନ୍ରେ ନାବାଳକ ଜଣଙ୍କ ଭାସି ଯାଇଥିଲେ।
ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...
ରାଉରକେଲା/ଟେନ୍ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍ ପୃଥକ୍ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...
ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...
ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...
ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...
ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...
ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର...
ଟେନସା,୧।୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ...