Posted inଜାତୀୟ

ଏଣିକି ଟ୍ରାନ୍ସଜେଣ୍ଡରଙ୍କୁ ସରକାରୀ ଚାକିରୀରେ ମିଳିବ ୧% ସଂରକ୍ଷଣ

କୋଲକାତା,୧୮।୬: ଏଣିକି ପଶ୍ଚିମବଙ୍ଗରେ ସରକାରୀ ଚାକିରି କ୍ଷେତ୍ରରେ ଟ୍ରାନ୍ସଜେଣ୍ଡର ସମୁଦାୟଙ୍କୁ ୧% ସଂରକ୍ଷଣ ମିଳିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୃଣାଳ ବାରିକ ବନାମ ପଶ୍ଚିମବଙ୍ଗ ରାଜ୍ୟ ଏବଂ ଅନ୍ୟ ମାମଲାରେ ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସାର୍ବଜନିକ ରୋଜଗାର ପଦଗୁଡ଼ିକରେ ଟ୍ରାନ୍ସଜେଣ୍ଡରମାନଙ୍କ ପାଇଁ ଆରକ୍ଷଣ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଯାବତ ରାଜ୍ୟରେ କୌଣସି ଆରକ୍ଷଣ ବ୍ୟବସ୍ଥା ଲାଗୁ ନ ଥିବାରୁ ସରକାରଙ୍କୁ ଏଭଳି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମ ବଦଳାଇଲେ ସରକାର; ବିଷାକ୍ତ ମଦ ବିକିଲେ ୫ ଲକ୍ଷ ଟଙ୍କା ଜରିମାନା ସହ ଏତିକି ବର୍ଷ ଜେଲ୍‌

ଚେନ୍ନାଇ,୨୯।୬: ରାଜ୍ୟରେ ବିଷାକ୍ତ ମଦ ପିଇ ୬୦ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ବେଳେ ତାମିଲନାଡୁ ସରକାର ଶନିବାର ନିୟମ ସଂଶୋଧନ କରି ବିଷାକ୍ତ...

ହରିୟାଣାରେ କିଏ ହେବ ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ଅମିତ ଶାହା

ଚଣ୍ଡିଗଡ଼,୨୯ା୬: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ହରିୟାଣାର...

ହନି ଟ୍ରାପ୍‌ରେ ଫସାଇ ଲୁଟୁଛନ୍ତି ରେଷ୍ଟୁରାଣ୍ଟ; ସ୍ନାକ୍ସ, କେକ୍‌, ଥଣ୍ଡା ପିଇ ଯୁବକ ଗଣିଲେ ୧.୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୨୯।୬: ହନି ଟ୍ରାପ୍‌ରେ ପଡ଼ି କାଙ୍ଗାଳ ହେଲେ ଯୁବକ। ଡେଟିଂ ଆପ୍‌ରେ ସୁନ୍ଦରୀ ଯୁବତୀଙ୍କୁ ପସନ୍ଦ କରି ଠକାମିର ଶିକାର ହେଲେ ସିଭିଲ ସର୍ଭିସ ଆଶାୟୀ।...

ଟି-୨୦ ବିଶ୍ୱକପ୍‌ରେ ଜିତିଲେ ମିଳିବ ଏତେ ଟଙ୍କା, ଆଉ ସେଞ୍ଚୁରୀ ମାରିଲେ…

ନୂଆଦିଲ୍ଲୀ,୨୯।୬: ଟି-୨୦ ବିଶ୍ୱକପ (ଭାରତ ବନାମ ଦକ୍ଷିଣ ଆଫ୍ରିକା ଫାଇନାଲ ୨୦୨୪)ର ଅନ୍ତିମ ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେବାକୁ ଯାଉଛନ୍ତି। ଭାରତୀୟ...

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି...

ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଗିରଫ ଘଟଣା, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ, ୨୯।୦୬: ମଦ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ହାଜର...

ଭାଜପାର ଟେନ୍‌ସନ୍‌ ବଢ଼ାଇଲା ଜେଡିୟୁ, କେନ୍ଦ୍ର ସରକାରଙ୍କ ଆଗରେ ରଖିଦେଲା ଏହି ବଡ଼ ଦାବି

ପାଟନା,୨୯ା୬: ଦିଲ୍ଲୀରେ ଅନୁଷ୍ଠିତ ଜନତା ଦଳ ୟୁନାଇଟେଡ୍‌(ଜେଡିୟୁ)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସଭା ଏମ୍‌ପି ସଞ୍ଜୟ କୁମାର ଝା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି।...

ଏଣିକି କାମରେ ଖିଲାପ କଲେ ସରକାରୀ କର୍ମଚାରୀଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର, କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୬:ଏଣିକି ସରକାରୀ ଅଫିସରେ କାମ ଠିକ୍‌ ଭାବରେ ନ କଲେ ସମୟ ପୂର୍ବରୁ ସେବାନିବୃତ କରାଯିବ। ଏନେଇ ଏକ ନିର୍ଦ୍ଦେଶାନାମା ଜାରି କରିଛି କେନ୍ଦ୍ର। କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri