Posted inଜାତୀୟ

ଜଳନ୍ଧରରେ ଘରଭଡ଼ା ନେବେ ମୁଖ୍ୟମନ୍ତ୍ରୀ; ଜାଣନ୍ତୁ କ’ଣ ରହିଛି କାରଣ…

ଚଣ୍ଡିଗଡ଼,୨୨।୬: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ମାନ ଶନିବାର ଜଲନ୍ଧରରେ ଗୋଟିଏ ଘର ଭଡ଼ାକୁ ନେବେ। ଜୁଲାଇ ୧୦ରେ ଜଲନ୍ଧରର ପଶ୍ଚିମ ଆସନ ଲାଗି ହେବାକୁ ଥିବା ବିଧାନସଭା ଉପନିର୍ବାଚନକୁ ଦୃଷ୍ଟିରେ ରଖି ଏଏପିର ନିର୍ବାଚନ ପ୍ରଚାର ଲାଗି ସେ ଏହି ଭଡ଼ା ନେବେ ବୋଲି ଶନିବାର କହିଛନ୍ତି। ତେବେ ଏଏପିର ନିର୍ବାଚନ ପ୍ରଚାର ଅଭିଯାନ ତାଙ୍କ ସରକାରଙ୍କ ଦ୍ୱାରା କରାଯାଇଥିବା କାର୍ଯ୍ୟ ଉପରେ କେନ୍ଦ୍ରିତ ରହିବ ବୋଲି ସେ ମଧ୍ୟ କହିଛନ୍ତି।

ସନ୍ଥ କବିର ଦାସଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଏକ ରାଜ୍ୟସ୍ତରୀୟ ସମାରୋହରେ ସମ୍ବୋଧିତ କରି ମାନ କହିଛନ୍ତି, ଆମ ଆଦମୀ ପାର୍ଟୀ ତାଙ୍କ ନେତୃତ୍ୱରେ ଉପ ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛି। ଏଏପି ବିଧାୟକ ଶୀତଲ ଅଗୁରାଲଙ୍କ ଇସ୍ତଫା ପରେ ଏହି ଆସନ ଖାଲି ପଡ଼ିଛି। ଜଳନ୍ଧର ପଶ୍ଚିମ ବିଧାନସଭା ଆସନ ଲାଗି ଉପନିର୍ବାଚନ ଜୁଲାଇ ୧୦ରେ ହେବ। ଜୁଲାଇ ୧୩ରେ ଭୋଟଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ

ପାଟନା, ୦୬।୦୭: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲା ଜଳାର୍ଣ୍ଣବ ହୋଇଛି । ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି । ଫଳରେ...

‘ପ୍ରଧାନମନ୍ତ୍ରୀ-ଶିକ୍ଷାମନ୍ତ୍ରୀ ଅସମ୍ବେଦନଶୀଳ’, ସରକାରଙ୍କୁ ଟାର୍ଗେଟ କଲେ ଜୟରାମ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ପରୀକ୍ଷା ସହିତ ଜଡିତ ଏକ ବଡ ଅପଡେଟ ଆସିଛି। ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ ନିଟ ୟୁଜି କାଉନସିଲିଂକୁ ସ୍ଥଗିତ...

ପୋଷ୍ଟପୋନ ହେଲା ନିଟ ୟୁଜି କାଉନସେଲିଂ, ଶୀଘ୍ର ଘୋଷଣା ହେବ ନୂଆ ତାରିଖ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ୨୦୨୪ର କାଉନସେଲିଂକୁ ପରବର୍ତ୍ତୀ ବିଜ୍ଞପ୍ତି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛ। ଏଥିପାଇଁ ଅଲ ଇଣ୍ଡିଆ କୋଟା (ଏଆଇକ୍ୟୁ) ସିଟ କାଉନସେଲିଂ ଶନିବାର ଅର୍ଥାତ୍‌...

ଅଗ୍ନିବୀର vs ଯବାନ: ମିଳେ କେତେ ଦରମା, ଶହୀଦ ପରେ ମିଳିଥାଏ କି ସୁବିଧା

ନୂଆଦିଲ୍ଲୀ,୬।୭: ଦେଶରେ ଅଗ୍ନିବୀର ଯୋଜନାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହି ଯୋଜନାକୁ ସରକାର ଦେଶ ପାଇଁ ଲାଭକାରୀ କହୁଥିବାବେଳେ ବିରୋଧୀ ଲଗାତାର ଏହାକୁ...

ଲାଲୁଙ୍କୁ ଟାର୍ଗେଟ କଲେ ଚିରାଗ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରୀୟ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଲାଲୁ ଯାଦବ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କେନ୍ଦ୍ର ସରକାର ଦୁର୍ବଳ ଏବଂ...

ମୁଁ ବିଶ୍ୱରେ ଅଛି, ଗିରଫ କରିବା କଥା ଯଦି ଆସନ୍ତୁ, ଚ୍ୟାଲେଞ୍ଜ ଦେଲେ ମହୁଆ

କୋଲକାତା,୬।୭: ଟିଏମସି ଏମପି ମହୁଆ ମୋଇତ୍ର ବର୍ତ୍ତମାନ ଏକ ନୂଆ ଅସୁବିଧାରେ ପଡ଼ିଛନ୍ତି। ନ୍ୟାସନାଲ କମିଶନ ଫର ଓମେନ (ଏନସିଡବ୍ଲୁ) ଅଧ୍ୟକ୍ଷ ରେଖା ଶର୍ମାଙ୍କ ବିରୋଧରେ...

ମାତ୍ର ୧୦ଟଙ୍କା ନିବେଶ କରି ହେବେ ମାଲାମାଲ, ଆବଶ୍ୟକ ସମୟରେ ମିଳିବ ୧୬ ଲକ୍ଷ

ନୂଆଦିଲ୍ଲୀ,୬।୭: ଯେଉଁମାନେ ସବୁବେଳେ ଭବିଷ୍ୟତ ବିଷୟରେ ଚିନ୍ତିତ, ସେମାନଙ୍କୁ ଏହି ଖବର ଆଶ୍ୱସ୍ତି ଦେଇପାରେ। କାରଣ ଡାକଘର ଯୋଜନା ଆପଣଙ୍କୁ ଆବଶ୍ୟକ ସମୟରେ ୧୬ଲକ୍ଷ ଟଙ୍କା...

ରାଜ୍ୟରେ ରହିବ ନାହିଁ ବେରୋଜଗାରୀ, ସରକାର କରୁଛନ୍ତି ଯୋଜନା

ଲକ୍ଷ୍ନୌ,୬।୭: ଲୋକ ସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ ଉତ୍ତରପ୍ରଦେଶର ଯୋଗୀ ସରକାର କିଛି ଯୋଜନା କାର୍ଯ୍ୟକାରୀ କରିବାରେ ବ୍ୟସ୍ତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri