ଧୋଇଗଲା ପୋଲ, ରାସ୍ତା

ଥୁଆମୂଳରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅଞ୍ଚଳ ଏବେ ସାମାନ୍ୟ ବର୍ଷରେ ବେହାଲ ହୋଇପଡ଼ିଛି। କେଉଁଠି ପୋଲ ଧୋଇ ନେଇଛି ତୋ କେଉଁଠି ବର୍ଷ କାଦୁଅ ପାଇଁ ବଡ଼ ଗାଡ଼ି ଯାଇପାରୁ ନାହିଁ। ଯାହାଫଳରେ ଲୋକେ ହନ୍ତସନ୍ତ ହେଉଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଥୁଆମୂଳ ରାମପୁର, ଡୁମେରପଦରଠାରୁ ଅଡ୍ରି ପଞ୍ଚାୟତ ପର୍ଯ୍ୟନ୍ତ ଲମ୍ବି ଯାଇଥିବା ଆରଡି ରାସ୍ତାରେ। ଏହି ରାସ୍ତା ଏବେ ପ୍ରଶସ୍ତି ଓ ନବୀକରଣ ହେଉଛି। ହେଲେ ଚଳିତ ଅସରାଏ ବର୍ଷାରେ ଅଧିକାଂଶ ସ୍ଥାନରେ କଲଭର୍ଟ ଧୋଇଯାଇଥିବା ବେଳେ ଢୋଲଫାସ ଗ୍ରାମର ମୁଖ୍ୟ ରାସ୍ତାର କଲଭର୍ଟ ଏହି ବର୍ଷାରେ ସମ୍ପୂର୍ଣ୍ଣ ଭାବରେ ଧୋଇଯାଇଛି। ଫଳରେ ଯାନବାହନ ଚଳାଚଳରେ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।...

ଗାନ୍ଧୀଛକରେ ବିକ୍ଷୋଭ: ରାହୁଲଙ୍କ ବିରୋଧରେ ଥାନାରେ ଏତଲା

ରୂପସା, ୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେବସେନା ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଏମ୍‌ପି...

ଘରକୁ ପଶିଗଲା ଟ୍ରକ୍‌: ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ...

ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାର ଏକ ଘର ଭିତରୁ ୫୦୦ ବୋତଲ କଫସିରପ ଜବତ ହୋଇଛି। କେଶବ ନଗର ଘରେ ଟାଉନ ଥାନା ପୋଲିସର ଅତର୍କିତ...

ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ...

କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…

ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ତେବେ ଶନିବାର...

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ...

ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri