Posted inଜାତୀୟ

କିଏ ସେହି ନେତା ଏମପି ଭାବେ ନେଲେ ନାହିଁ ଶପଥ? ଭାଜପାର ନିଷ୍ପତ୍ତିରେ ନାରାଜ

ନୂଆଦିଲ୍ଲୀ,୨୪।୬: ସୋମବାର ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ସୋମବାର ଲୋକ ସଭାର ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କ ସମେତ ମୋଦି କ୍ୟାବିନେଟର ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି। ତେବେ କଂଗ୍ରେସ ସଦସ୍ୟ କେ ସୁରେଶ, ଡିଏମକେ ନେତା କେ.ଟି ବାଲୁ ଏବଂ ଟିଏମସି ଏମପି ସୁଦୀପ ବାନ୍ଦୋପାଧ୍ୟାୟ ଶପଥ ଗ୍ରହଣ କରିନାହାଁନ୍ତି। ଏହି ଏମପିମାନେ ଭର୍ତ୍ତୃହରୀ ମହତାବଙ୍କୁ ପ୍ରୋଟେମ ବାଚସ୍ପତି ଭାବରେ ନିର୍ବାଚନକୁ ଆପତ୍ତି ଜଣାଇଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ରାଧା ମୋହନ ସିଂ ଏବଂ ଫଗ୍ଗନ ସିଂ କୁଲାଷ୍ଟେ ସଦସ୍ୟ ଭାବରେ ଶପଥ ଗ୍ରହଣ କରିଥିଲେ। ଆସନ୍ତା ଦୁଇ ଦିନ ଧରି ଗୃହର ପ୍ରକ୍ରିୟା ପରିଚାଳନାରେ ଉଭୟ ସଦସ୍ୟ ପ୍ରୋଟେମ ସ୍ପିକର ମହତାବଙ୍କୁ ସାହାଯ୍ୟ କରିବେ। ଏହା ବ୍ୟତୀତ କେ ସୁରେଶ, କେ.ଟି ବାଲୁ ଏବଂ ଟିଏମସି ଏମପି ସୁଦୀପ ବାନ୍ଦୋପାଧ୍ୟାୟ ମଧ୍ୟ ରାଧା ମୋହନ ସିଂ ଏବଂ ଫଗ୍ଗନ ସିଂ କୁଲାଷ୍ଟେଙ୍କ ସହ ସଭାପତି ପ୍ୟାନେଲରେ ମନୋନୀତ ହୋଇଛନ୍ତି କିନ୍ତୁ ସେମାନେ ଶପଥ ନେଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସରିଲା ସିବିଆଇ ଯାଞ୍ଚ, ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଧିକାରୀ କହିଲେ…

ମୁମ଼୍ବାଇ, ୬।୭: ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ମାମଲା ଯାଞ୍ଚ କରୁଥିବା କେନ୍ଦ୍ର ତଦନ୍ତକାରୀ ସଂସ୍ଥା ସିବିଆଇ ତଦନ୍ତ ଶେଷ କରିଛି । ଶନିବାର ସିବିଆଇ...

ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି...

ଅମିତ ଶାହାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ଜାଣନ୍ତୁ କେଉଁ ମାମଲାର ଚାର୍ଜଶିଟ୍‌ରୁ ହଟାଗଲା ନାଁ

ନୂଆଦିଲ୍ଲୀ,୬।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଛି ଆଶ୍ୱସ୍ତି। ତାଙ୍କ ନାଁରେ ରୁଜୁ ହୋଇଥିବା ମାମଲାର ଚାର୍ଜସିଟ୍‌ରୁ ତାଙ୍କ ନାଁ ହଟାଯାଇଛି। ମଡେଲ କୋଡ ଅଫ...

ଓଡ଼ିଆ ପୁଅ ବିମଳଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ...

ଗୁଜୁରାଟରୁ ମୋଦିଙ୍କୁ ବଡ଼ ଚ୍ୟାଲେଞ୍ଜ କଲେ ରାହୁଲ ଗାନ୍ଧୀ, କହିଲେ…

ଗାନ୍ଧୀନଗର,୬।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁଜୁରାଟ ଗସ୍ତରେ ଅଛନ୍ତି। ଶନିବାର ଗୁଜୁରାଟରେ ପହଞ୍ଚି ସେ ବିଧାନସଭା ନିର୍ବାଚନକୁ ନେଇ ବଡ଼ ଚ୍ୟାଲେଞ୍ଜ କରିଛନ୍ତି। ସେ...

ଗିରଫ ହେଲା କୋଟିପତି ଚୋର, ନାଁ ବଦଳାଇ କରିଥିଲା ବିବାହ

ମୁମ଼୍ବାଇ, ୬।୭: ବହୁଦିନ ଧରି ଚୋରି କରି ମୁମ଼୍ବାଇରେ ଅଏସ୍‌ କରୁଥିବା ଜଣେ କୋଟିପତି ଚୋରକୁ ଗିରଫ କରିଛି ଗୁଜୁରାଟ ପୋଲିସ । ଏହି ଚୋର...

ରୋହିତ ଶର୍ମାଙ୍କ ଅବସରକୁ ନେଇ ମା’ କଲେ ବଡ଼ ଖୁଲାସା: କହିଲେ ଏମିତି କଥା

ନୂଆଦିଲ୍ଲୀ,୬।୭: ୨୦୨୪ ଟି-୨୦ ବିଶ୍ୱକପ ଜିତିବା ପରେ ରୋହିତ ଶର୍ମା ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଥିଲେ। କିନ୍ତୁ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଠିଛି...

ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ

ପାଟନା, ୦୬।୦୭: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲା ଜଳାର୍ଣ୍ଣବ ହୋଇଛି । ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି । ଫଳରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri