Posted inଜାତୀୟ

କାହା କହିବା ଅନୁସାରେ ଦେଶରେ ଏମରଜେନ୍ସି ଲଗାଇଥିଲେ ଇନ୍ଧିରା ଗାନ୍ଧୀ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୬: ୧୯୭୫ ମସିହା ୨୫ ଜୁନ ମଧ୍ୟରାତ୍ରିରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହି ଘୋଷଣା ପରେ ଦେଶରେ ସବୁକିଛି ବଦଳି ଯାଇଥିଲା। ଇନ୍ଦିରା ଗାନ୍ଧୀଙ୍କ ଅନୁରୋଧ କ୍ରମେ ତତ୍କାଳୀନ ରାଷ୍ଟ୍ରପତି ଫଖରୁଦ୍ଦିନ ଅଲି ଅହମ୍ମଦ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ସ୍ବାଧୀନ ଭାରତର ଏହା ସବୁଠାରୁ ଖରାପ ସମୟ ମଧ୍ୟରୁ ଗୋଟିଏ ଥିଲା। ଲୋକନାୟକ ଜୟପ୍ରକାଶ ନାରାୟଣ ଏହାକୁ ଇତିହାସର ‘ଅନ୍ଧକାର ସମୟ’ ବୋଲି କହିଥିଲେ। ଦେଶରେ ଜରୁରୀକାଳୀନ ପରିସ୍ଥିତି ୨୧ ମାର୍ଚ୍ଚ ୧୯୭୭ପର୍ଯ୍ୟନ୍ତ ଚାଲିଥିଲା।

ଏହି ସମୟରେ ଜୟପ୍ରକାଶ ନାରାୟଣ, ଲାଲକୃଷ୍ଣ ଆଡଭାନୀ, ଅଟଳ ବିହାରୀ ବାଜପେୟୀ, ଜର୍ଜ ଫର୍ଣ୍ଣାଣ୍ଡିସ ଭଳି ବଡ ନେତାମାନେ କାରାଗାରରେ ଥିଲେ। ଏହା ବ୍ୟତୀତ ଲକ୍ଷ ଲକ୍ଷ ଲୋକଙ୍କୁ ଗିରଫ କରାଯାଇଥିଲା। ଏହି ସମୟରେ ଗଣମାଧ୍ୟମର ସ୍ବାଧୀନତା ଛଡ଼ାଇ ନିଆଯାଇଥିଲା ଏବଂ ଗଣମାଧ୍ୟମ ଉପରେ ସେନ୍ସରସିପ ଲଗାଯାଇଥିଲା।

ଏକ ସାକ୍ଷାତକାରରେ ଇନ୍ଦିରା ଗାନ୍ଧୀଙ୍କ ବ୍ୟକ୍ତିଗତ ସଚିବ ସ୍ବର୍ଗତ ଆର୍‌.କେ ଧୱନ ଖୁଲାସା କରିଥିଲେ ଯେ, ପଶ୍ଚିମବଙ୍ଗର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏସ ଏସ ରାୟଙ୍କ ପରାମର୍ଶରେ ଇନ୍ଦିରା ଗାନ୍ଧୀ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ସହ ମିଶି ଚାଇନାକୁ ପାନେ ଦେବ ଭାରତ: ଜୟଶଙ୍କରଙ୍କୁ ଭେଟିବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୫।୧ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଅନୁରା କୁମାରା ଡିସାନାଇକେଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଚାଲିଥିବା...

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫।୧୦: ଜମ୍ମୁ କଶ୍ମୀରରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଆତଙ୍କବାଦୀଙ୍କ ଯୋଜନା ପଣ୍ଡ ହୋଇଛି। ସୁରକ୍ଷା ବାହିନୀ ଦ୍ୱାରା ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ,...

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ

ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି।...

ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା

ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି...

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ...

ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ...

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri