ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ବିତ କରିବାକୁ ହେଲେ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି ହୋଇଛି । ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।

ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଏପରି ବଡ଼ ନିଷ୍ପତ୍ତି ନିଆଯାଇଛି। ସେହିପରି ପହଣ୍ଡି ବିଜେ ଦର୍ଶନ ଲାଗି ମଧ୍ୟ ଟିକେଟ ମିଳିବ ନାହିଁ। ଏଥର ପଟି ଦିଅଁଙ୍କଠାରୁ ଆଜ୍ଞାମାଳ ବିଜେ ହୋଇ ସାରିବା ପରେ ରଥଟଣା ଆରମ୍ଭ ହେବ। ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।...

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା, ରାଜ୍ୟରେ ଗଡ଼ିବ ଏତିକି ଟ୍ରେନ୍‌

ପୁରୀ,୩ା୭: ପୁରୀ ରଥଯାତ୍ରା ପାଇଁ ରାଜ୍ୟରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବିଶ୍ୱପ୍ରସିଦ୍ଧ ଏହି ରଥଯାତ୍ରା ପାଇଁ ୩୧୫ରୁ ଊର୍ଦ୍ଧ୍ୱ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବତଟ...

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀର ଦାଶଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୩।୭(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗର ଅଣ୍ଡର ସେକ୍ଟ୍ରେଟାରି ସମୀର ଦାଶ ଯିଏ କି ପୂର୍ବରୁ...

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା...

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ

ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri