Posted inଜାତୀୟ

ଓମ ବିର୍ଲା ବନାମ କେ.ସୁରେଶ: ଲୋକ ସଭା ବାଚସ୍ପତି କିପରି ହେବେ ନିର୍ବାଚିତ , ଜାଣନ୍ତୁ ସମସ୍ତ ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦବୀ ପାଇଁ ଆଜି ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ନେତୃତ୍ୱାଧୀନ ଏନଡିଏ ପୂର୍ବତନ ବାଚସ୍ପତି ଓମ ବିର୍ଲାଙ୍କୁ ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପ୍ରାର୍ଥୀ ଚୟନ କରିଛି। ତେବେ ବିରୋଧୀ ଦଳଗୁଡ଼ିକୁ ଏନେଇ ସହମତିରେ ଆଣିବାରେ ଶାସକ ଦଳ ବିଫଳ ହୋଇଛି। ବିରୋଧୀ ମେଣ୍ଟ ପକ୍ଷରୁ ବରିଷ୍ଠ କଂଗ୍ରେସ ଏମ୍‌ପି କୋଡିକୁନିଲ ସୁରେଶଙ୍କୁ ପ୍ରାର୍ଥୀ ମନୋନୀତ କରାଯାଇଛି।

କୁହାଯାଉଛି ଯେ ଯେତେବେଳେ ବୁଧବାର ଲୋକ ସଭା ପ୍ରକ୍ରିୟା ଆରମ୍ଭ ହେବ, ସେତେବେଳେ ନୂତନ ଭାବେ ନିର୍ବାଚିତ ସାଂସଦଙ୍କ ନାମ ଡକାଯିବ , ଯେଉଁମାନେ ସଂସଦ ସଦସ୍ୟତାର ଶପଥ ଗ୍ରହଣ କରିନାହାଁନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହରେ ନୂତନ ଲୋକ ସଭା ବାଚସ୍ପତି ଭାବରେ ଓମ ବିର୍ଲାଙ୍କ ନାମ ପ୍ରସ୍ତାବ ଦେବେ ଏବଂ ନିର୍ଦ୍ୱନ୍ଦରେ ତାଙ୍କୁ ସର୍ବସମ୍ମତି କ୍ରମେ ଚୟନ କରିବାକୁ ସମସ୍ତ ଦଳ ଅନୁରୋଧ କରିବେ।

ଯଦି ଲୋକ ସଭା ବାଚସ୍ପତି ପ୍ରାର୍ଥୀ ଭାବରେ ସୁରେଶଙ୍କ ନାମ ପ୍ରସ୍ତାବ ଦିଆଯାଇନଥାଏ, ତେବେ ଓମ ବିର୍ଲା ଲୋକ ସଭା ବାଚସ୍ପତି ଭାବରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବେ। ଯଦି ବିରୋଧୀ ଏହାର ପ୍ରାର୍ଥୀଙ୍କ ନାମ ପ୍ରସ୍ତାବ ଦିଅନ୍ତି, ତେବେ ଗୃହରେ ନିର୍ବାଚନ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନାର ଏୟାର ଶୋ’ ବେଳେ ଅଘଟଣ, ୩ ଦର୍ଶକ ମୃତ

ଚେନ୍ନାଇ, ୬ା୧୦: ଚେନ୍ନାଇର ମାରିନା ବିଚରେ ଏୟାର ଶୋ’ ଦେଖିବା ପାଇଁ ଯାଇଥିବା ତିନି ଜଣଙ୍କର ମୃତ୍ୟୁ ହୋଇଛି। ଡାକ୍ତରମାନେ କହିଛନ୍ତି ଯେ, ସେମାନଙ୍କ ମଧ୍ୟରୁ...

୧୦ ବର୍ଷର ନାବାଳିକାକୁ ବଳାତ୍କାର, ହତ୍ୟା ମାମଲା: ପୋଲିସକୁ ମମତାଙ୍କ ଅଲ୍ଟିମେଟମ୍

କୋଲକାତା,୬।୧୦: ପଶ୍ଚିମବଙ୍ଗର କୁଲଟୁଲିରେ ଜଣେ ୧୦ ବର୍ଷର ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋଲିସକୁ ଅଲ୍ଟିମେଟମ୍ ଦେଇଛନ୍ତି। ମମତା...

ନଇଁ ପଡୁଛି ଭାଜପା! ଏକଜିଟ ପୋଲ୍‌ର ଆକଳନକୁ ନେଇ ଭାଜପା ନେତା କହିଲେ ଫଳାଫଳ ସ୍ବୀକାର କରିବୁ

ନୂଆଦିଲ୍ଲୀ,୬।୧୦: ନିର୍ବାଚନ ରାଜ୍ୟ ହରିୟାଣାର କର୍ଣ୍ଣଲ ଜିଲାର ଭାଜପା ପ୍ରାର୍ଥୀ ହରବିନ୍ଦର କଲ୍ୟାଣ ରବିବାର ତାଙ୍କ ସମର୍ଥକଙ୍କ ସାମ୍ନାରେ ନିଜର ନିର୍ବାଚନ ଅନୁଭୂତି ବାଣ୍ଟିଛନ୍ତି। ସେ...

ହରିୟାଣାରେ ଭାଜପା ସରକାର ଗଢିବାକୁ ଖୋଲା ଅଛି ସମସ୍ତ ଦ୍ୱାର, କାହିଁକି ଏମିତି କହିଲେ ନାଏବ ସୋନି

ଚଣ୍ଡିଗଡ଼,୬।୧୦: ହରିୟାଣା ବିଧାନସଭା ନିର୍ବାଚନ ପରେ ଶନିବାର ସାରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ଏକଜିଟ ପୋଲରେ ଭାଜପାକୁ ବଡ ଝଟକା ଲାଗିଛି। ସେଠାରେ...

ମାକ୍ରୋନଙ୍କ ପାଇଁ ନେତାନ୍ୟାହୁଙ୍କ ଭିଡିଓ ବାର୍ତ୍ତା: ଅସ୍ତ୍ରଶସ୍ତ୍ର ବ୍ୟାନ୍ ବୟାନ ଉପରେ ଦେଲେ କଡା ପ୍ରତିକ୍ରିୟା

ନୂଆଦିଲ୍ଲୀ,୬।୧୦: ଗାଜାରେ ବ୍ୟବହାର ପାଇଁ ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ ବନ୍ଦ କରିବାକୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ ଆହ୍ୱାନକୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ତୀବ୍ର...

ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ପ୍ରସାଦ ସମ୍ପୂର୍ଣ୍ଣ ଶୁଦ୍ଧ

ଉଜ୍ଜୟନୀ,୬।୧୦: ମଧ୍ୟ ପ୍ରଦେଶ ଉଜ୍ଜୟନୀର ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ଲଡୁ ପ୍ରସାଦର ଯାଞ୍ଚ କରାଯାଇ ଜଣାପଡିଛି ଯେ ଲଡୁ ସମ୍ପୂର୍ଣ୍ଣ ଶୁଦ୍ଧ ଅଟେ। ମଧ୍ୟପ୍ରଦେଶର ଉଜ୍ଜୟନୀ...

ପ୍ରତି ମାସରେ ମହିଳାଙ୍କୁ ୧୦୦୦ ଟଙ୍କା ଦେବ ଏଏପି ସରକାର!

ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି) ଆଜି ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ...

ହରିୟାଣା ଉପରେ କହିବା ମନା, ଏକଜିଟ ପୋଲ୍‌କୁ ନେଇ ଭାଜପା ନେତାଙ୍କ ମୁହଁ ବନ୍ଦ

ନୂଆଦିଲ୍ଲୀ,୬।୧୦: ହରିୟାଣା, ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ଏହି ନିର୍ବାଚନର ଫଳାଫଳ ଘୋଷଣା କରାଯିବ। କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ୍‌ରେ ଜମ୍ମୁ-କଶ୍ମୀରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri