ମଇଁଷି ଖୋଜିବାକୁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ିଗଲେ

ବାଲିଗୁଡ଼ା,୨୬।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ଉପଖଣ୍ଡ ଅଧୀନ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଡକର ଗାଁରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରତର ହୋଇଛନ୍ତି। ସେ ହେଲେ ଅଖିଳ ପ୍ରଧାନୀ (୩୫)।

ଅଖିଳ ଗୁରୁବାର ଗାଁ ଜଙ୍ଗଲକୁ ମଇଁଷି ଖୋଜିବାକୁ ଯାଇଥିଲେ। ସେତିକିବେଳେ ସେ ଏକ ଭାଲୁ ହାବୁଡ଼ରେ ପଡି ଯାଇଥିଲେ। ଭାଲୁଟି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲା। କୌଶଳ କ୍ରମେ ସେ ଜୀବନ ବଞ୍ଚାଇ ଗାଁକୁ ଦୌଡ଼ି ଆସିଥିଲେ । ତାଙ୍କୁ କ୍ଷତାକ୍ତ ଅବସ୍ଥାରେ ଦେଖି ଗାଁ ଲୋକେ କ.ନୂଆଗାଁରେ ପ୍ରାଥମିକ ଚିକିତ୍ସା କରିବା ପରେ ତୁରନ୍ତ ତାଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା:ନିୟୋଜିତ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୨ା୭(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ...

ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା...

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ...

ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ...

ଖଣି ଅଞ୍ଚଳରୁ ହଟୁଛି ଘଡ଼େଇ ପରିବାରର ପତିଆରା

କାଳିଆପାଣି,୨ା୭(ଅସିତ୍‌ ମହନ୍ତ):ଶ୍ରମିକ ସଂଘ (ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ବା ଏସ୍‌ଆର୍‌ସିକେଏମ୍‌ଏସ୍‌) ପକ୍ଷରୁ କାଳିଆପାଣି ଖଣି ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ଡାକରା...

ନୂଆ ରୂପରେ ସଜେଇ ହେଉଛି ଲକ୍ଷ୍ମୀ ବସ୍‌: ଏବେ ସବୁଜ ବଦଳରେ…

ଢେଙ୍କାନାଳ,୨ା୭(ରତନ ନାୟାର):ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ଲକ୍ଷ୍ମୀ ବସ୍‌ଗୁଡିକର ରଙ୍ଗ ବଦଳାଯାଉଛି। ପୂର୍ବ ବିଜେଡି ସରକାରଙ୍କ ସମୟରେ ଗତ ଜାନୁଆରୀ ୩୧ ତାରିଖରେ ଢେଙ୍କାନାଳ ଜିଲାରେ...

ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌

ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ...

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri