ଲାଗୁ ହେଲା ନୂଆ ଟ୍ରାଫିକ କଟକଣା

ଭୁବନେଶ୍ୱର,୨୭।୬: କଟକ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବାକୁ ନୂଆ ଟ୍ରାଫିକ କଟକଣା ଲାଗୁ ହୋଇଛି। କଟକ ସହରର ପ୍ରମୁଖ ୧୯ଟି ରୁଟକୁ କମିଶନରେଟ ପୋଲିସ ନୋ ପାର୍କିଂ ଜୋନ ଘୋଷଣା କରିଛି । ନୋ ପାର୍କିଂ ରୁଟରେ ବେଆଇନ ଭାବେ ପାର୍କିଂ ହୋଇଥିବା ଗାଡି ଗୁଡିକ ଉପରେ ଫାଇନ ଲଗାଇବା ସହ ଗାଡିକୁ ଉଠାଇ ପୋଲିସ ନେଉଛି। ତେବେ ସବୁ ଜାଗା କରାଯାଇନାହିଁ, ସମସ୍ୟା ଦେଖାଯାଉଥିବା ସ୍ଥାନ ଗୁଡିକରେ ନୋ ପାର୍କିଂ ଜୋନ କରାଯାଇଥିବାବେଳେ ପାର୍କିଂ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଇଛନ୍ତି ସିଏମସି କମିଶନର।

 


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା:ନିୟୋଜିତ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୨ା୭(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ...

ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା...

ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା

ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର...

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ...

ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ...

ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର...

୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ...

ଖଣି ଅଞ୍ଚଳରୁ ହଟୁଛି ଘଡ଼େଇ ପରିବାରର ପତିଆରା

କାଳିଆପାଣି,୨ା୭(ଅସିତ୍‌ ମହନ୍ତ):ଶ୍ରମିକ ସଂଘ (ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ବା ଏସ୍‌ଆର୍‌ସିକେଏମ୍‌ଏସ୍‌) ପକ୍ଷରୁ କାଳିଆପାଣି ଖଣି ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ଡାକରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri