ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍‌ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ ଜଣକ ବସ୍‌କୁ ଅଟକାଇଥିଲେ। ଏହା ପରେ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ସୌଭାଗ୍ୟର କଥା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବସ୍‌ର ଭିତରେ ଥିବା ସିଟ୍‌ଗୁଡ଼ିକ ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଖୋର୍ଦ୍ଧା,୬।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ,ଏମ୍‌ପି ପାଣ୍ଠି ବିନିଯୋଗରେ ବୋଲଗଡ ବ୍ଲକ...

୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର,୬।୭: ରବିବାର ବିଶ୍ୱପ୍ରଶିଦ୍ଧ ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ୨ଦିନ ହେଉଥିବାରୁ ଜୁଲାଇ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ୮ ତାରିଖରେ ସମସ୍ତ ସରକାରୀ ଏବଂ...

ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ନିଷ୍ପତ୍ତି

ପୁରୀ, ୬।୭: ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ...

‘ଏକ ପେଡ୍‌ ମା’ କେ ନାମ୍‌’ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ: ବିଧାନସଭା ପରିସରରେ ଲଗାଇଲେ ଏହି ଗଛ

ଭୁବନେଶ୍ୱର,୬।୭(ଅସମାପିକା ସାହୁ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଓଡ଼ିଶାରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ: ୯ ଦିନ ରହିବେ ପୁରୀରେ

ଭୁବନେଶ୍ୱର,୭।୬: ଓଡ଼ିଶାରେ ପହଞ୍ଚିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ରଥଯାତ୍ରାରେ ସେ ୯ ଦିନ ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।...

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।...

ସରକାରଙ୍କୁ BJDର ଟାର୍ଗେଟ୍‌, ପ୍ରମିଳା କହିଲେ ଆନ୍ଦୋଳନ କରିବୁ

ଭୁବନେଶ଼୍ବର, ୦୬।୦୭: ନିର୍ବାଚନ ସମୟରେ ଓଡ଼ିଶାବାସୀଙ୍କୁ ଭାରତୀୟ ଜନତା ପାର୍ଟି ଦେଇଥିବା ପ୍ରତିଶ୍ରୁତିକୁ ନେଇ ବିଜୁ ଜନତା ଦଳର ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟସଚେତକ...

ଗାନ୍ଧୀଛକରେ ବିକ୍ଷୋଭ: ରାହୁଲଙ୍କ ବିରୋଧରେ ଥାନାରେ ଏତଲା

ରୂପସା, ୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେବସେନା ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଏମ୍‌ପି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri