ହିନା ଖାନଙ୍କୁ କ୍ୟାନସର, ଅଭିନେତ୍ରୀ କହିଲେ…

ମୁମ୍ବାଇ: ଅଭିନେତ୍ରୀ ହିନା ଖାନ ତାଙ୍କ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହା ଦେଖି ତାଙ୍କ ପ୍ରଶଂସକମାନେ ବହୁତ ନିରାଶ ହୋଇଯାଇଛନ୍ତି। ଅଭିନେତ୍ରୀ ତାଙ୍କ ପୋଷ୍ଟରେ ସୂଚନା ଦେଇ କହିଛନ୍ତି ଯେ, ତାଙ୍କୁ ତୃତୀୟ ପର୍ଯ୍ୟାୟ ସ୍ତନ କର୍କଟ ହୋଇଛି।

ହିନା ଆହୁରି ଲେଖିଛନ୍ତି, ମୋର ଚିକିତ୍ସା ଚାଲିଛି ଏବଂ ବର୍ତ୍ତମାନ ମୁଁ ଭଲ ଅଛି। ଏହି ରୋଗକୁ ଦୂର କରିବା ପାଇଁ ଦୃଢ, ସଂକଳ୍ପବଦ୍ଧ ଏବଂ ସଂପୂର୍ଣ୍ଣ ପ୍ରତିବଦ୍ଧ। ଏଥିସହ ପ୍ରସଙ୍ଗକୁ ଗୋପନୀୟତା ବଜାୟ ରଖିବାକୁ ହିନା ତାଙ୍କ ପ୍ରଶଂସକମାନଙ୍କୁ ନିବେଦନ କରିଛନ୍ତି। ଏହା ସହିତ ସେ ଏହି ସଂଗ୍ରାମରେ ପ୍ରଶଂସକଙ୍କଠାରୁ ସମର୍ଥନ ଲୋଡ଼ିଛନ୍ତି ଏବଂ ତାଙ୍କ ପାଇଁ ପ୍ରାର୍ଥନା କରିବାକୁ କହିଛନ୍ତି। ଅନ୍ୟପଟେ ହିନାଙ୍କ ପୋଷ୍ଟ ଉପରେ ପ୍ରଶଂସକମାନେ ଆଶୁ ଆରୋଗ୍ୟ କାମନା କରି କ୍ରମାଗତ ମନ୍ତବ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କୋଟି ଟଙ୍କା ସମ୍ପତ୍ତିର ମାଲିକ ଶତ୍ରୁଘ୍ନ ସିହ୍ନା, ଝିଅ ସୋନାକ୍ଷୀଙ୍କୁ ଏଥିରୁ ଟଙ୍କାଟିଏ ଦେବାକୁ କଲେ ମନା, କାରଣ…

ମୁମ୍ବାଇ: ଆଜିକାଲି ଫିଲ୍ମ ଇଣ୍ଡଷ୍ଟ୍ରିରେ ଶତ୍ରୁଘ୍ନ ସିହ୍ନା ଏବଂ ତାଙ୍କ ପରିବାର ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଜାହିର ଇକ୍‌ବାଲଙ୍କ ସହ ଝିଅ ସୋନାକ୍ଷୀ ସିହ୍ନାଙ୍କ ବିବାହ...

ସୋନାକ୍ଷୀଙ୍କ ସହ ରକ୍ତ ସମ୍ପର୍କକୁ କାଟିଲେ ଭାଇ ଲବ ସିହ୍ନା! କହିଦେଲେ ବଡ଼ କଥା…

ବମ୍ବେ: ନିକଟରେ ଦୀର୍ଘ ଦିନର ପ୍ରେମିକ ଜାହିର ଇକବାଲଙ୍କ ହାତ ଧରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା। ଉଭୟ ଭିନ୍ନ ଧର୍ମର ହୋଇଥିବାରୁ ବେଶ ସାଧାସିଧା...

ସେପ୍ଟେମ୍ବର ୧୩ରେ ରିଲିଜ୍‌ ହେବ ‘ଦି ବକିଂହାମ୍‌ ମର୍ଡର୍ସ’

ମୁମ୍ବାଇ: ହନ୍‌ସଲ ମେହତାଙ୍କ ନିର୍ଦ୍ଦେଶିତ ତଥା ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଦି ବକିଂହାମ୍‌ ମର୍ଡର୍ସ’ର ରିଲିଜ୍‌ ତାରିଖ ସୋମବାର ଘୋଷଣା କରାଯାଇଛି।...

ସ୍ତ୍ରୀଙ୍କ ପାଇଁ ଇମୋଶନାଲ୍‌ ନୋଟ୍‌ ଲେଖିଲେ ବିରାଟ କୋହଲି

ବାର୍ବାଡୋସ୍‌,୧।୭: ଟି-୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଭାରତ ଚାମ୍ପିଅନ୍‌ ହୋଇଛି। ବିରାଟ କୋହଲି ସମଗ୍ର ସିରିଜରେ ତାଙ୍କ ଫର୍ମ...

ଭାଜପା ବିଧାୟକଙ୍କ ଧମକ ପରେ ଶୋ’ ବାତିଲ କଲେ ହାସ୍ୟ ଅଭିନେତା

ହାଇଦ୍ରାବାଦ, ୩୦।୬: ଷ୍ଟାଣ୍ଡ୍‌ଅପ୍‌ ହାସ୍ୟ ଅଭିନେତା ଡାନିଏଲ ଫର୍ନାଡିଜ୍‌ ରବିବାର ହାଇଦ୍ରାବାଦରେ ହେବାକୁ ଥିବା ତାଙ୍କର ଶୋ’କୁ ସୁରକ୍ଷାଜନିତ କାରଣରୁ ବାତିଲ କରିଛନ୍ତି। ହାଇଦ୍ରାବାଦରେ ଡାନିଏଲଙ୍କୁ...

‘ମୁଁ ଯେତେବେଳେ ମ୍ୟାଚ୍‌ ଦେଖେ, ଭାରତ ହାରିଯାଏ’

ବମ୍ବେ: ଭାରତୀୟ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷ ଆଇସିସି ଟି୨୦ ବିଶ୍ୱକପ୍‌ ଜିତି ନେଇଛି। ପୁରା ଦେଶ ଏହି ବିଜୟକୁ ସେଲିବ୍ରେଟ୍‌ କରୁଥିବା ବେଳେ ବଲିଉଡର...

ମ୍ୟାଚ୍‌ ଜିତିବା ପରେ ଭାବବିହ୍ବଳ ହେଲେ ବିରାଟ, ଅନୁଷ୍କାଙ୍କୁ ଭିଡିଓ କଲ୍‌ କରି କହିଲେ…

ବାର୍ବାଡୋସ/ମୁମ୍ବାଇ,୩୦ା୬: ୧୭ ବର୍ଷ ପରେ ଭାରତ ଟି-୨୦ ବିଶ୍ୱକପ୍‌ ଟ୍ରଫି ଜିତିଛି। ଜୁନ୍‌ ୨୯ରେ ବାର୍ବାଡୋସର କେନ୍ସିଙ୍ଗଟନ ଓଭାଲ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ସୋନାକ୍ଷୀଙ୍କ ବିବାହର ୫ ଦିନ ପରେ ଶତ୍ରୁଘ୍ନ ସିହ୍ନା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବମ୍ବେ: ଗତ କିଛି ଦିନ ଧରି ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ନିଜର ବିବାହକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ପ୍ରେମିକ ଜାହିର ଇକବାଲଙ୍କୁ ସେ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri