Posted inଜାତୀୟ

ଶିମ୍‌ଲାରେ ଭୂସ୍ଖଳନ: ପୋତିହୋଇଛି ବହୁ ଗାଡ଼ି

ଶିମ୍‌ଲା,୨୯ା୬: ହିମାଚଳପ୍ରଦେଶରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ଶିମ୍‌ଲାରେ ଭୂସ୍ଖଳନ ଘଟି ବହୁସଂଖ୍ୟାରେ ଗାଡ଼ି ମାଟି ଓ ପଥର ଖଣ୍ଡ ତଳେ ପୋତିହୋଇ ପଡ଼ିଛି। ଗାଡ଼ିଗୁଡ଼ିକୁ ବାହାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଗୁରୁବାର ହିମାଚଳପ୍ରଦେଶର ଅଧିକାଂଶ ଭାଗରେ ପହଞ୍ଚତ୍ଥିବାରୁ ପ୍ରବଳ ବର୍ଷା ହୋଇଥିଲା। ପ୍ରବଳ ବର୍ଷା ହେବା ନେଇ ଗୁରୁବାର ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଥଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଅବସରକୁ ନେଇ ମା’ କଲେ ବଡ଼ ଖୁଲାସା: କହିଲେ ଏମିତି କଥା

ନୂଆଦିଲ୍ଲୀ,୬।୭: ୨୦୨୪ ଟି-୨୦ ବିଶ୍ୱକପ ଜିତିବା ପରେ ରୋହିତ ଶର୍ମା ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଥିଲେ। କିନ୍ତୁ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଠିଛି...

ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ

ପାଟନା, ୦୬।୦୭: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲା ଜଳାର୍ଣ୍ଣବ ହୋଇଛି । ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି । ଫଳରେ...

‘ପ୍ରଧାନମନ୍ତ୍ରୀ-ଶିକ୍ଷାମନ୍ତ୍ରୀ ଅସମ୍ବେଦନଶୀଳ’, ସରକାରଙ୍କୁ ଟାର୍ଗେଟ କଲେ ଜୟରାମ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ପରୀକ୍ଷା ସହିତ ଜଡିତ ଏକ ବଡ ଅପଡେଟ ଆସିଛି। ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ ନିଟ ୟୁଜି କାଉନସିଲିଂକୁ ସ୍ଥଗିତ...

ପୋଷ୍ଟପୋନ ହେଲା ନିଟ ୟୁଜି କାଉନସେଲିଂ, ଶୀଘ୍ର ଘୋଷଣା ହେବ ନୂଆ ତାରିଖ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ୨୦୨୪ର କାଉନସେଲିଂକୁ ପରବର୍ତ୍ତୀ ବିଜ୍ଞପ୍ତି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛ। ଏଥିପାଇଁ ଅଲ ଇଣ୍ଡିଆ କୋଟା (ଏଆଇକ୍ୟୁ) ସିଟ କାଉନସେଲିଂ ଶନିବାର ଅର୍ଥାତ୍‌...

ଅଗ୍ନିବୀର vs ଯବାନ: ମିଳେ କେତେ ଦରମା, ଶହୀଦ ପରେ ମିଳିଥାଏ କି ସୁବିଧା

ନୂଆଦିଲ୍ଲୀ,୬।୭: ଦେଶରେ ଅଗ୍ନିବୀର ଯୋଜନାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହି ଯୋଜନାକୁ ସରକାର ଦେଶ ପାଇଁ ଲାଭକାରୀ କହୁଥିବାବେଳେ ବିରୋଧୀ ଲଗାତାର ଏହାକୁ...

ଲାଲୁଙ୍କୁ ଟାର୍ଗେଟ କଲେ ଚିରାଗ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରୀୟ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଲାଲୁ ଯାଦବ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କେନ୍ଦ୍ର ସରକାର ଦୁର୍ବଳ ଏବଂ...

ମୁଁ ବିଶ୍ୱରେ ଅଛି, ଗିରଫ କରିବା କଥା ଯଦି ଆସନ୍ତୁ, ଚ୍ୟାଲେଞ୍ଜ ଦେଲେ ମହୁଆ

କୋଲକାତା,୬।୭: ଟିଏମସି ଏମପି ମହୁଆ ମୋଇତ୍ର ବର୍ତ୍ତମାନ ଏକ ନୂଆ ଅସୁବିଧାରେ ପଡ଼ିଛନ୍ତି। ନ୍ୟାସନାଲ କମିଶନ ଫର ଓମେନ (ଏନସିଡବ୍ଲୁ) ଅଧ୍ୟକ୍ଷ ରେଖା ଶର୍ମାଙ୍କ ବିରୋଧରେ...

ମାତ୍ର ୧୦ଟଙ୍କା ନିବେଶ କରି ହେବେ ମାଲାମାଲ, ଆବଶ୍ୟକ ସମୟରେ ମିଳିବ ୧୬ ଲକ୍ଷ

ନୂଆଦିଲ୍ଲୀ,୬।୭: ଯେଉଁମାନେ ସବୁବେଳେ ଭବିଷ୍ୟତ ବିଷୟରେ ଚିନ୍ତିତ, ସେମାନଙ୍କୁ ଏହି ଖବର ଆଶ୍ୱସ୍ତି ଦେଇପାରେ। କାରଣ ଡାକଘର ଯୋଜନା ଆପଣଙ୍କୁ ଆବଶ୍ୟକ ସମୟରେ ୧୬ଲକ୍ଷ ଟଙ୍କା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri