Posted inଜାତୀୟ

ବଡ଼ ଖବର: ପୁଣି ଚାଷୀଙ୍କ ଆକାଉଣ୍ଟକୁ ଆସିବ ୮୦୦୦ଟଙ୍କା!

ନୂଆଦିଲ୍ଲୀ,୨୯।୬: ପ୍ରଧାନମନ୍ତ୍ରୀ କିଷାନ ଯୋଜନାକୁ ଏକ ବଡ଼ ଖବର ଆସିଛି। ସୂତ୍ର ଅନୁଯାୟୀ,ବର୍ତ୍ତମାନ ଏହି ଯୋଜନା ଅଧୀନରେ ପ୍ରାପ୍ତ ପରିମାଣ ବୃଦ୍ଧି ହେବାକୁ ଯାଉଛି। ଏହାର ଅର୍ଥ ହେଉଛି ସରକାର ବର୍ତ୍ତମାନ ବାର୍ଷିକ ୬୦୦୦ ଟଙ୍କା ବଦଳରେ ୮୦୦୦ ଟଙ୍କା ଦେବେ ବୋଲି କୁହାଯାଇଛି। ହେଲେ ସରକାରଙ୍କ ପକ୍ଷରୁ ଏଯାଏ କୌଣସି ସରକାରୀ ଘୋଷଣା ହୋଇନାହିଁ।

ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ଜୁନ୍‌ ୧୮ ତାରିଖରେ ନିଜ ସଂସଦୀୟ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କରଥିଲେ। ଏହା ଅଧୀନରେ ୨୦ ହଜାର କୋଟି ଟଙ୍କା କୃଷକଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ

ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି।...

ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା

ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି...

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ...

ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ...

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ...

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି...

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri