ଏହି ଦିନଠୁ ଅଭିଯୋଗ ଶୁଣିବ ବିଡିଏ

ଭୁବନେଶ୍ୱର,୨୯ା୬: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଜୁଲାଇ ୧ (ସୋମବାର)ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ କରିବ। ଏହି ଶୁଣାଣି ପ୍ରତି ସୋମବାର (ସରକାରୀ ଛୁଟି ଦିନବ୍ୟତୀତ) ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ୩୦ ମଧ୍ୟରେ ହେବ।

ସୂଚନାଯୋଗ୍ୟ, ପୂର୍ବରୁ ପ୍ରତି ସୋମବାର ଅନୁଷ୍ଠିତ ହେଉଥିବା ଏହି ଜନଶୁଣାଣି ମାର୍ଚ୍ଚ ୧୬ରେ ଓଡ଼ିଶାରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି କାରଣରୁ ସ୍ଥଗିତ ରଖାଯାଇଥିଲା।
ପ୍ରତି ସୋମବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ୩୦ ମଧ୍ୟରେ ପର୍ଯ୍ୟନ୍ତ ବିଡିଏ କାର୍ଯ୍ୟାଳୟରେ ଜନଶୁଣାଣି ସମୟରେ ବାସିନ୍ଦାମାନେ ସେମାନଙ୍କ ଅଭିଯୋଗ ଦାଖଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା...

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

ଗର୍ଭ ଧାରଣ କଲା ଧଳା ବାଘୁଣୀ ମୌସୁମୀ, ନନ୍ଦନକାନନ ପାଇଁ ଆଶା ସଞ୍ଚାର

ଭୁବନେଶ୍ୱର,୩।୭: ନନ୍ଦନକାନନ ପାଇଁ ନୂଆ ଅଶାର ସଞ୍ଚାର ସୃଷ୍ଟି କରିଛି ଧଳା ବାଘୁଣୀ ମୌସୁମୀ। ଅଗଷ୍ଟ ୫, ୨୦୧୬ ରେ ଜନ୍ମ ହୋଇଥିବା ମୌସୁମୀ ଗର୍ଭଧାରଣ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ...

ନାଗ ଗିଳି ଦେଲା କଫ ସିରପ ବୋତଲ, ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ

ଭୁବନେଶ୍ୱର,୩।୭: କଫ ସିରପ ବୋତଲ ଗିଳି ଦେଇଥିବା ଏକ ନାଗ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପଲାଇନ୍‌। ଠିକଣା ସମୟରେ ପଦକ୍ଷେପ ପାଇଁ ଏକ ସାଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri