‘ମୁଁ ଯେତେବେଳେ ମ୍ୟାଚ୍‌ ଦେଖେ, ଭାରତ ହାରିଯାଏ’

ବମ୍ବେ: ଭାରତୀୟ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷ ଆଇସିସି ଟି୨୦ ବିଶ୍ୱକପ୍‌ ଜିତି ନେଇଛି। ପୁରା ଦେଶ ଏହି ବିଜୟକୁ ସେଲିବ୍ରେଟ୍‌ କରୁଥିବା ବେଳେ ବଲିଉଡର ସମସ୍ତ ସେଲିବ୍ରିଟି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଏହି କ୍ରମରେ ବିଗ୍‌ ବି ଅମିତାଭ ବଚ୍ଚନ କହିଛନ୍ତି, ସେ ଫାଇନାଲ ମ୍ୟାଚ୍‌ ଦେଖିନାହାନ୍ତି। କାରଣ ଯେତେବେଳେ ବି ସେ ମ୍ୟାଚ୍‌ ଦେଖନ୍ତି ଭାରତ ମ୍ୟାଚ୍‌ ହାରିଯାଏ। ତା’ ପରେ ମୁଣ୍ଡ ଖରାପ ହୋଇଯାଏ। ଦଳର ଖେଳାଳିଙ୍କ ଭଳି ଆଖିରେ ଲୁହ ଆସିଯାଏ ବୋଲି ବିଗ୍‌ ବି କହିଛନ୍ତି। ଏପରି କହିବା ସହ ସେ ଟି୨୦ ବିଶ୍ୱକପ୍‌ ଜିତିବା ଲାଗି ଦଳକୁ ସେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର ଜାଣିବା ପରେ ହିନା ଖାନଙ୍କୁ ଆଉ ବିବାହ କରିବେନି ରକି! ସାମ୍ନାକୁ ଆସିଲା ବଡ଼ ପ୍ରତିକ୍ରିୟା

ମୁମ୍ବାଇ: ‘ୟେ ରିସ୍ତା କ୍ୟା କେହଲତା ହୈ’ ର ଅକ୍ସରା ଭାବେ ପରିଚିତ ହିନା ଖାନ ଜଣେ ଲୋକପ୍ରିୟ ଟିଭି ଅଭିନେତ୍ରୀ । ହିନା ତାଙ୍କ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଭାରତୀୟ କ୍ରିକେଟ୍‌ ଟିମ୍‌କୁ ୧୧ କୋଟି

ମୁମ଼୍ବାଇ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ସ଼୍ବଦେଶ ଫେରିଥିବା ଭାରତୀୟ କ୍ରିକେଟ୍‌ ଟିମ୍‌ ଉପରେ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

ଗଛରେ ଚଢ଼ି ଏଭଳି କିଛି ଦୃଶ୍ୟ କଏଦ କରିଥିଲେ ପ୍ରଶଂସକ, Video ସାମ୍ନାକୁ ଆସିବା ପରେ…

ନୂଆଦିଲ୍ଲୀ,୫।୭: ଟି୨୦ ବିଶ୍ୱକପ୍‌ ଜିତିବା ପରେ ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ଏହି କ୍ରମରେ ଖେଳାଳିମାନେ ସ୍ବଦେଶକୁ ଫେରି ରୋଡ ଶୋ’ କରି ପ୍ରଶଂସକଙ୍କ...

ବିଧାନସଭା ଭିତରେ ମରାଠିରେ ଏମିତି କହିଦେଲେ ରୋହିତ, ମୁଖ୍ୟମନ୍ତ୍ରୀ…

ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍‌କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା...

ବିଶ୍ୱ ବିଜେତା ହୋଇ ଘରକୁ ଫେରିଲେ ହିଟ୍‌ମ୍ୟାନ୍‌, ଫୁଲ ବିଛାଇ ସ୍ବାଗତ କଲେ…

ନୂଆଦିଲ୍ଲୀ,୫।୭: ଟିମ୍‌ ଇଣ୍ଡିଆ ଅଧିନାୟକ ଭାବେ ବିଶ୍ୱକପ୍‌ ଜିତି ଘରକୁ ଫେରିବା ପରେ ରୋହିତ ଶର୍ମାଙ୍କୁ ଭବ୍ୟ ସ୍ବାଗତ ମିଳିଛି। ଏଥିଲାଗି ପ୍ରାୟ ୧ ମାସରୁ...

‘ଯାହାକୁ ଏଭଳି ମା’ ମିଳିଛି, ସେ କେବେ ବି ବିଫଳ ହୋଇପାରିବ ନାହିଁ’; ପନ୍ତଙ୍କୁ ଏଭଳି କହି…

ନୂଆଦିଲ୍ଲୀ,୫।୭: ଭାରତୀୟ କ୍ରିକେଟ ଟିମ୍‌ ଟି୨୦ ବିଶ୍ୱକପ୍‌ ୨୦୨୪ ଜିତିବା ପରେ ସ୍ବଦେଶ ଫେରିଛି। ଗୁରୁବାର ଦଳର ଖେଳାଳିମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହି...

ଚହଲଙ୍କୁ ଏମିତି କହିଦେଲେ ମୋଦି, ହସି ଉଠିଲେ ସମସ୍ତ ଖେଳାଳି

ନୂଆଦିଲ୍ଲୀ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ଟ୍ରଫି ସହ ଭାରତ ଫେରିଥିବା କ୍ରିକେଟ୍‌ ଦଳକୁ ଜୋରଦାର ସ଼୍ବାଗତ କରାଯାଇଥିଲା । ଏଥିସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ସେମାନଙ୍କର...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅନୁଭୂତି ବାଣ୍ଟିଲେ ଭାରତୀୟ ଖେଳାଳି: ପିଚ୍‌ ମାଟି ଖାଇବାର ରହସ୍ୟ କହିଲେ ହିଟ୍‌ମ୍ୟାନ

ନୂଆଦିଲ୍ଲୀ,୫ା୭: ଟି୨୦ କ୍ରିକେଟ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍‌ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri