ମୋହନ ସରକାରଙ୍କୁ ପ୍ରଶଂସାରେ ପୋତିପକାଇଲେ ଧର୍ମେନ୍ଦ୍ର: କହିଲେ, ଓଡ଼ିଶାରେ ଚାଲିଛି…

ଭୁବନେଶ୍ୱର,୩୦।୬: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ ମୋହନ ମାଝି ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏହି ସରକାର ଭଗବାନ ଜଗନ୍ନାଥ, ଭଗବାନ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ପରି। ରାଜ୍ୟର ବିକାଶର ଦାୟିତ୍ୱ ସମସ୍ତଙ୍କ କାନ୍ଧରେ ଅଛି। ନୂତନ ଓଡ଼ିଶା ବିକଶିତ ଭାରତର ସ୍ବପ୍ନକୁ ସାକାର କରିବାରେ ସାହାଯ୍ୟ କରିବ। ଏହି ଅବସରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଉପସ୍ଥିତ ଥିଲେ।
ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଭାଜପାର ଏହି ବିଜୟର ହକଦାର ସାଢେ ୪ କୋଟି ଓଡ଼ିଶାବାସୀ। ଓଡ଼ିଶା ଲୋକଙ୍କ ଆଶୀର୍ବାଦ କାରଣରୁ ଏବେ ଜାତୀୟ ରାଜନୀତିରେ ଓ କେନ୍ଦ୍ରବିନ୍ଦୁ ପାଲଟିଛଏ ସରକାର କଠିନ ପରିଶ୍ରମ କରିବ । ଏ ସରକାର ପଛରେ ପ୍ରଧାନମନ୍ତ୍ରୀଙ୍କ ଭଳି ନେତୃତ୍ୱ ଛିଡା ହୋଇଛନ୍ତି । ଆମର ଯେପରି ଭୁଲ ନହେଉ ସେନେଇ ମହାପ୍ରଭୁ ଆଶୀର୍ବାଦ କରନ୍ତୁ ।
ନିକଟରେ ଶେଷ ହୋଇଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ଓଡିଶାରେ ଭାଜପା ୭୮ଟି ବିଧାୟକ ଏବଂ ୨୦ ଜଣ ଏମ୍‌ପି ଜିତିଛି। ଏହି କାରଣରୁ ରାଜ୍ୟରେ ଏକ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ!

ଭୁବନେଶ୍ୱର, ୪।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା...

ବିଷ ପିଇଦେଲେ ଶାଳୀ, ଭିଣୋଇ

ବେହେରା, ୪ା୭(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କୋକସରା ଥାନା ପଲସପାଣି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ...

ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୪।୭: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୨ ବ୍ୟାଚ ଆଇଏଏସ୍‌ ଗଣେଶ୍ୱର ଜେନାଙ୍କୁ ନିଯୁକ୍ତ ଦିଆଯାଇଛି । ଆଜି ତାଙ୍କୁ...

କଂଗ୍ରେରେ ମିଶିଯାଉ ବିଜେଡି : ଏପରି କାହିଁକି କହିଲେ ସପ୍ତଗିରି

ଭୁବନେଶ୍ୱର, ୪।୭: ଦୀର୍ଘ ୧୦ ବର୍ଷ ଧରି କେନ୍ଦ୍ରରେ ଏନ୍‌ଡିଏ ସରକାରର ସବୁ ନିଷ୍ପତ୍ତିକୁ ବିଜେଡି ସମର୍ଥନ କରିଆସୁଥିଲା। ହେଲେ ଏବେ ରାଜ୍ୟରେ ୨୧ ଲୋକ...

ଲାଞ୍ଚ ନେଇ ସହକାରୀ ଆର୍‌ଆଇ ଗିରଫ

କଟକ,୪ା୭(କାର୍ତ୍ତିକ ସାହୁ): ପୁରୀ ତହସିଲ ଅଧୀନ ଚନ୍ଦନପୁର ଆର୍‌ଆଇ ସର୍କଲର ସହକାରୀ ଆର୍‌ଆଇ ପବିତ୍ର କୁମାର କାଣ୍ଡି ଲାଞ୍ଚ ନେବା ମାମଲାରେ ଗୁରୁବାର ଗିରଫ ହୋଇଛନ୍ତି।...

ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ୬ରେ…

ଭୁବନେଶ୍ୱର,୪।୭: ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ। ୬ ତାରିଖ ବୈଠକରେ...

ଇସ୍ତଫା ଦେବେ କି ପିସିସି ସଭାପତି! ଏଆଇସିସି ପାଖକୁ ଇସ୍ତଫାପତ୍ର ପଠାଇଥିବା ଚର୍ଚ୍ଚା

ଭୁବନେଶ୍ୱର,୪।୭: ବଦଳିବେ କି ପିସିସି ସଭାପତି ? ଜୋର ଧରିଲା ମୁଖିଆ ପରିବର୍ତ୍ତନ ଚର୍ଚ୍ଚା। ଶରତ ପଟ୍ଟନାୟକ ଏଆଇସିସି ପାଖକୁ ଇସ୍ତଫାପତ୍ର ପଠାଇଥିବା ଆଲୋଚନା ହେଉଛି।...

୬ରେ ଘୂର୍ଣ୍ଣିବଳୟ: ୫ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪।୭: ରାଜ୍ୟରେ ୫ଦିନ ଯାଏ ବର୍ଷା ଜାରି ରହିବ। ୬ ଓ ୭ ତାରିଖ ବେଳକୁ କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri