କମିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ କେତେ ଟଙ୍କା

ନୂଆଦିଲ୍ଲୀ,୧ା୭: ହ୍ରାସ ପାଇଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି। ଏଥିସହିତ ରାଜଧାନୀ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୬୪୬ ଟଙ୍କା ହୋଇଛି। ତୁରନ୍ତ ପ୍ରଭାବ ସହିତ ଏହି ନୂଆ ଦର ଲାଗୁ ହେବ।

ସେହିପରି ମୁମ୍ବାଇରେ ଏହାର ମୂଲ୍ୟ ୧,୬୨୯ ରୁ ୧,୫୯୮ ଟଙ୍କାକୁ ହ୍ରାସ ପାଇଛି। ଚେନ୍ନାଇରେ ଏକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧,୮୪୦ ଟଙ୍କା ଏବଂ କୋଲକାତାରେ ୧,୭୮୭ ଟଙ୍କା ହୋଇଛି। ଜୁନ୍ ୧ ରେ କମର୍ସିଆଲ ଏଲପିଜି ଦର ପ୍ରାୟ ୬୯ ଟଙ୍କା ହ୍ରାସ ପାଇଥିଲା ଏବଂ ମେ ୧ ରେ ସିଲିଣ୍ଡର ପିଛା ୧୯ ଟଙ୍କା ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବିଶ୍ୱରେ ଅଛି, ଗିରଫ କରିବା କଥା ଯଦି ଆସନ୍ତୁ, ଚ୍ୟାଲେଞ୍ଜ ଦେଲେ ମହୁଆ

କୋଲକାତା,୬।୭: ଟିଏମସି ଏମପି ମହୁଆ ମୋଇତ୍ର ବର୍ତ୍ତମାନ ଏକ ନୂଆ ଅସୁବିଧାରେ ପଡ଼ିଛନ୍ତି। ନ୍ୟାସନାଲ କମିଶନ ଫର ଓମେନ (ଏନସିଡବ୍ଲୁ) ଅଧ୍ୟକ୍ଷ ରେଖା ଶର୍ମାଙ୍କ ବିରୋଧରେ...

ମାତ୍ର ୧୦ଟଙ୍କା ନିବେଶ କରି ହେବେ ମାଲାମାଲ, ଆବଶ୍ୟକ ସମୟରେ ମିଳିବ ୧୬ ଲକ୍ଷ

ନୂଆଦିଲ୍ଲୀ,୬।୭: ଯେଉଁମାନେ ସବୁବେଳେ ଭବିଷ୍ୟତ ବିଷୟରେ ଚିନ୍ତିତ, ସେମାନଙ୍କୁ ଏହି ଖବର ଆଶ୍ୱସ୍ତି ଦେଇପାରେ। କାରଣ ଡାକଘର ଯୋଜନା ଆପଣଙ୍କୁ ଆବଶ୍ୟକ ସମୟରେ ୧୬ଲକ୍ଷ ଟଙ୍କା...

ରାଜ୍ୟରେ ରହିବ ନାହିଁ ବେରୋଜଗାରୀ, ସରକାର କରୁଛନ୍ତି ଯୋଜନା

ଲକ୍ଷ୍ନୌ,୬।୭: ଲୋକ ସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ ଉତ୍ତରପ୍ରଦେଶର ଯୋଗୀ ସରକାର କିଛି ଯୋଜନା କାର୍ଯ୍ୟକାରୀ କରିବାରେ ବ୍ୟସ୍ତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ...

ଏନ୍‌ଏମ୍‌ଡିସି ପରିଦର୍ଶନକଲେ କେନ୍ଦ୍ର ଇସ୍ପାତ ସଚିବ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ(ଏନ୍‌ଏମ୍‌ଡିସି) ଲିମିଟେଡ୍‌ର ହାଇଦ୍ରାବାଦର ପାଟନଚେରୁସ୍ଥିତ ନ୍ୟୁ ଷ୍ଟେଟ୍‌ ଅଫ୍‌ ଆର୍ଟ...

୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା...

ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ...

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ...

ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri